ରଥଯାତ୍ରାକୁ ପୁରୀ ଆସିବାକୁ ମୋଦୀଙ୍କୁ ନିମନ୍ତ୍ରଣ କଲେ ମୁଖ୍ୟମନ୍ତ୍ରୀ

ପୁରୀ: ଆସନ୍ତା ରଥଯାତ୍ରା ପାଇଁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କୁ ପୁରୀକୁ ଆସିବାକୁ ନିମନ୍ତ୍ରଣ କରାଯାଇଛି। ମୋଦrଙ୍କୁ ନିମନ୍ତ୍ରଣ କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝି। ସମସ୍ତ କେନ୍ଦ୍ରମନ୍ତ୍ରୀ, ଏନଡିଏ ଶାସିତ ରାଜ୍ୟ ମୁଖ୍ୟମନ୍ତ୍ରୀଙ୍କୁ ନିମନ୍ତ୍ରଣ କରାଯାଇଛି। ନିମନ୍ତ୍ରଣ ହୋଇଥିବା ନେଇ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା ସୂଚନା ଦେଇଛନ୍ତି।

Comments (0)
Add Comment