ବଣ୍ଟା ହେବ ନୂଆ ରାସନ କାର୍ଡ

ବଣ୍ଟା ହେବ ନୂଆ ରାସନ କାର୍ଡ

ଭୁବନେଶ୍ବର: ଖୁବଶୀଘ୍ର ଯୋଗ୍ୟ ହିତାଧିକାରୀଙ୍କୁ ନୂଆ ରାସନ କାର୍ଡ ମିଳିବ । ଏନେଇ ଆଜି ଘୋଷଣା କରିଛନ୍ତି ରାଜ୍ୟ ସରକାର । ନୂଆ ରାସନ କାର୍ଡ ପ୍ରସ୍ତୁତ କରିବାକୁ ସବୁ ଜିଲ୍ଲାପାଳଙ୍କୁ ନିର୍ଦ୍ଦେଶ ଦିଆଯାଇଛି । ଆସନ୍ତା ୨୨ ତାରିଖ ସୁଦ୍ଧା ନୂଆ ରାସନ କାର୍ଡ ପ୍ରିଣ୍ଟ ସହିତ ଲାମିନେସନ କରି ସମ୍ପୂର୍ଣ୍ଣ ପ୍ରସ୍ତୁତ କରିବାକୁ କୁହାଯାଇଛି । ଏହାପରେ ଜିଲ୍ଲାପାଳଙ୍କ ଦ୍ୱାରା ନିର୍ଦ୍ଧାରିତ ସ୍ୱତନ୍ତ୍ର କାର୍ଯ୍ୟକ୍ରମରେ ରାସନ କାର୍ଡ ବଣ୍ଟନ କରାଯିବ ।

Comments (0)
Add Comment