ଆଜି କୋଭିଡ ସ୍ଥିତିର ସମୀକ୍ଷା କରିବେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ବର: ରାଜ୍ୟରେ ବୃଦ୍ଧି ପାଉଛି କୋରୋନା ସଂକ୍ରମଣ ।ରାଜ୍ୟରେ କରୋନା ମହାମାରୀର ଲହର ଦ୍ରୁତ ଗତିରେ ମାଡ଼ି ଚାଲିଛି । ଦୈନିକ ସଂକ୍ରମଣ ୫ ହଜାର ମୁହାଁ ହୋଇଛି। ଦିନକରେ ଏତେ ସଂଖ୍ୟାରେ ଆକ୍ରାନ୍ତ ଚିହ୍ନଟ ହେବା ସରକାରଙ୍କ ଚିନ୍ତା ବଢ଼ାଇ ଦେଇଛି । ବଢୁଥିବା କୋରୋନା ସଂକ୍ରମଣକୁ ନେଇ ଆଜି ସ୍ଥିତି ସମୀକ୍ଷା କରିବେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଅପରାହ୍ନ ୫ଟା ୩୦ସମୟରେ ଏକ ଉଚ୍ଚସ୍ତରୀୟ ବୈଠକରେ ସମୀକ୍ଷା କରିବେ ମୁଖ୍ୟମନ୍ତ୍ରୀ । ବୈଠକରେ ଯୋଗଦେବେ ସ୍ବାସ୍ଥ୍ୟ ବିଭାଗର ବରିଷ୍ଠ ଅଧିକାରୀ

Comments (0)
Add Comment