ରାଜ୍ୟରେ ଆଉ ଦୁଇ ଓମିକ୍ରନ ଆକ୍ରାନ୍ତ ଚିହ୍ନଟ

ଭୁବନେଶ୍ୱର : ରାଜ୍ୟରେ ପୁଣି ଆଉ ଦୁଇ ଜଣ କରୋନାର ନୂଆ ଭୂତାଣୁ ଓମିକ୍ରନ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏ ନେଇ ଆଇଏଲଏସ ପକ୍ଷରୁ ସୂଚନା ଦିଆଯାଇଛି । ଦୁଇ ଆକ୍ରାନ୍ତ ବ୍ୟକ୍ତି ନାଇଜେରିଆ ଫେରନ୍ତା ବୋଲି ଜଣାପଡିଥିବା ବେଳେ ଉଭୟ ଭୁବନେଶ୍ୱରର ଏକ ଘରୋଇ ଚିକିତ୍ସାଳୟରେ ଚିକିତ୍ସିତ ହେଉଛନ୍ତି ।

ଦେଶରେ ଓମିକ୍ରନ ଆକ୍ରାନ୍ତଙ୍କ ସଂଖ୍ୟା ୨୩୬କୁ ବୃଦ୍ଧି

covid-19omicron variantTwo more cases of Omicron virus have been reported in the state
Comments (0)
Add Comment