ଭିଜିଲାନ୍ସ ଜାଲରେ ଆଉ ଜଣେ ସରକାରୀ ବାବୁ

ଭୁବନେଶ୍ବର : ଭିଜିଲାନ୍ସ ଜାଲରେ ସରକାରୀ ବାବୁ । ଆୟ ବହିର୍ଭୁତ ସମ୍ପତ୍ତି ଠୁଳ ଅଭିଯୋଗରେ ଭିଜିଲାନ୍ସ ରେଡ୍ ।ସୂଚନାଅନୁଯାୟୀ, ଜଗତସିଂହପୁର ନାଉଗାଁ ତହସିଲର ବରିଷ୍ଠ ରାଜସ୍ୱ ସହାୟକ ଭଞ୍ଜ କିଶୋର ବେହେରାଙ୍କ ଘରେ ଭିଜିଲାନ୍ସ ଚଢ଼ାଉ କରିଛି । ରଘୁନାଥପୁର ବ୍ଲକ ପାଟେଣୀ ଗାଁ ସ୍ଥିତ ପୈତୃକ ଘର, ଅଫିସ,ଶ୍ବଶୁର ଘର ଆଦି ୬ ସ୍ଥାନରେ ଏକକାଳୀନ ଚଢ଼ାଉ ଜାରି ରହିଛି । ସମସ୍ତ ସ୍ଥାବର ଆସ୍ଥାବର ସମ୍ପତ୍ତିର ଯାଞ୍ଚ ଚାଲିଛି ।

Comments (0)
Add Comment