ବସନ୍ତ ପଞ୍ଚମୀରେ ଅନୁକୂଳ ହେଲା ରଥ କାଠ
ପୁରୀ- ଆଜି ପବିତ୍ର ଶ୍ରୀପଞ୍ଚମୀରେ ଅନୁକୂଳ ହୋଇଛି ରଥ କାଠ । ପରମ୍ପରା ଅନୁଯାୟୀ ଶ୍ରୀପଞ୍ଚମୀ ଅବସରରେ ଚଳିତ ବର୍ଷ ୨୦୨୬ ରଥଯାତ୍ରା ପାଇଁ ରଥକାଠ ହୋଇଛି ଅନୁକୂଳ । ଶ୍ରୀମନ୍ଦିର ପ୍ରଶାସନ କାର୍ଯ୍ୟାଳୟ ସମ୍ମୁଖରେ ଥିବା ରଥଖଳାରେ ୩ଟି ଧଉରା କାଠ ରଖାଯାଇ ପୂଜାର୍ଚ୍ଚନା କରାଯାଇଛି ।!-->…
Read More...
Read More...