ଓଡ଼ିଶା ବନ୍ଦ ଡାକରାକୁ କଂଗ୍ରେସର ସମର୍ଥନ

ଭୁବନେଶ୍ୱର: ବୁଧବାର ଓଡ଼ିଶା ବନ୍ଦ ଡାକରା ଦିଆଯାଇଛି। ନବନିର୍ମାଣ କୃଷି ସଂଘ ଦ୍ୱାରା ଏହି ଡାକରା ଦିଆଯାଇଛି। ନବନିର୍ମାଣ କୃଷକ ସଂଗଠନ ଓଡ଼ିଶା ବନ୍ଦ ପାଇଁ ଆହ୍ବାନ ଦେଇଛନ୍ତି। ଏହା ଅଧୀନରେ, ସ୍କୁଲ, ଅଫିସ ଓ ବିଭିନ୍ନ ବ୍ୟବସାୟ ସମେତ ଅନେକ ଜିନିଷ ସିଧାସଳଖ ପ୍ରଭାବିତ ହେବାର ସମ୍ଭାବନା
Read More...

ଜୀବନ ଯୁଦ୍ଧରେ ହାରିଗଲେ ଅଭିଜିତ ମଜୁମଦାର, ଶୋକ ପ୍ରକାଶ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର: ରବିବାର ସକାଳ ଓଲିଉଡ ଜଗତ ପାଇଁ ଏକ ଦୁଖଦ ସକାଳ ଥିଲା। ବେଶ କିଛିଦିନ ଧରି ଚିକିତ୍ସାଧିନ ଥିବା ଓଲିଉଡର ଲୋକପ୍ରିୟ ସଙ୍ଗୀତ ନିର୍ଦ୍ଦେଶକ ଅଭିଜିତ ମଜୁମଦାରଙ୍କ ପରଲୋକ ହୋଇଛି। ଏହି ଖବର ପାଇବା ପରେ ସମଗ୍ର ଓଲିଉଡ ଦୁନିଆରେ ଶୋକର ଛାୟା ଖେଳିଯାଇଛି। ସୂଚନାଯୋଗ୍ୟ,୫୪ ବର୍ଷ ବୟସରେ
Read More...

ବସନ୍ତ ପଞ୍ଚମୀରେ ଅନୁକୂଳ ହେଲା ରଥ କାଠ

ପୁରୀ- ଆଜି ପବିତ୍ର ଶ୍ରୀପଞ୍ଚମୀରେ ଅନୁକୂଳ ହୋଇଛି ରଥ କାଠ । ପରମ୍ପରା ଅନୁଯାୟୀ ଶ୍ରୀପଞ୍ଚମୀ ଅବସରରେ ଚଳିତ ବର୍ଷ ୨୦୨୬ ରଥଯାତ୍ରା ପାଇଁ ରଥକାଠ ହୋଇଛି ଅନୁକୂଳ । ଶ୍ରୀମନ୍ଦିର ପ୍ରଶାସନ କାର୍ଯ୍ୟାଳୟ ସମ୍ମୁଖରେ ଥିବା ରଥଖଳାରେ ୩ଟି ଧଉରା କାଠ ରଖାଯାଇ ପୂଜାର୍ଚ୍ଚନା କରାଯାଇଛି ।
Read More...

ରାଜ୍ୟସଭା ନିର୍ବାଚନ, ବଡ କଥା କହିଲେ ପିସିସି ସଭାପତି

ଭୁବନେଶ୍ୱର: ଆସନ୍ତା ଅପ୍ରେଲ ସରିବ ଓଡିଶାର 4 ରାଜ୍ୟସଭା ସାଂସଦଙ୍କ କାର୍ଯ୍ୟକାଳ । ଏହାକୁ ନେଇ ଏବେଠୁ ସରଗରମ ହେଲାଣି ରାଜନୀତି । ରାଜ୍ୟର ତିନି ପ୍ରମୁଖ ଦଳ ଏହାକୁ ନେଇ ଆରମ୍ଭ କରି ଦେଲାଣି ପ୍ରସ୍ତୁତି । ସଂଖ୍ୟା ଖେଳ ଅନୁଯାୟୀ ଶାସକ ବିଜେପି 2ଟି ଓ ମୁଖ୍ୟ ବିରୋଧୀ ବିଜେଡି ଗୋଟିଏ ଆସନ
Read More...

ନେତାଜୀ ସୁଭାଷ ଚନ୍ଦ୍ର ବୋଷ ଓ ମହାନ ବିପ୍ଳବୀ ବୀର ସୁରେନ୍ଦ୍ର ସାଏଙ୍କ ଜୟନ୍ତୀରେ ରାଜ୍ୟସ୍ତରୀୟ ମାଲ୍ୟାର୍ପଣ

ଭୁବନେଶ୍ୱର :ଭାରତର ସ୍ୱାଧୀନତା ସଂଗ୍ରାମ ଇତିହାସରେ ଅମର ନାମ ଲେଖାଇ ଯାଇଥିବା ନେତାଜୀ ସୁଭାଷ ଚନ୍ଦ୍ର ବୋଷ ଏବଂ ଓଡ଼ିଶାର ବୀରତ୍ୱପୂର୍ଣ୍ଣ ସଂଗ୍ରାମର ପ୍ରତୀକ ମହାନ ବିପ୍ଳବୀ ବୀର ସୁରେନ୍ଦ୍ର ସାଏଙ୍କ ରାଜ୍ୟସ୍ତରୀୟ ଜୟନ୍ତୀ ଅବସରରେ ଆଜି ସୂଚନା ଓ ଲୋକସମ୍ପର୍କ ବିଭାଗ ପକ୍ଷରୁ ଶ୍ରଦ୍ଧା,
Read More...

ଆଜି ଦ୍ବିତୀୟ ଟି-20, ପ୍ଲେଇଙ୍ଗ ଏକାଦଶରେ ହୋଇପାରେ କୁଲଦୀପଙ୍କ ଏଣ୍ଟ୍ରି

ନୂଆଦିଲ୍ଲୀ। ଭାରତ ଓ ନ୍ୟୁଜିଲାଣ୍ଡ କ୍ରିକେଟ୍ ଦଳ ମଧ୍ୟରେ ପାଞ୍ଚ ମ୍ୟାଚ୍ ବିଶିଷ୍ଟ ଟି-୨୦ ସିରିଜର ଦ୍ୱିତୀୟ ମ୍ୟାଚ୍ ଶୁକ୍ରବାର ରାୟପୁରର ସହିଦ ବୀର ନାରାୟଣ ସିଂହ ଅନ୍ତର୍ଜାତୀୟ ଷ୍ଟାଡିୟମରେ ଖେଳାଯିବ। ମ୍ୟାଚ୍ ସନ୍ଧ୍ୟା ୭:୦୦ ଟାରେ ଆରମ୍ଭ ହେବ।ନାଗପୁରରେ ବିଜୟ ସହିତ ସିରିଜ୍ ଆରମ୍ଭ
Read More...

ଆସୁଛନ୍ତି ମହାମହିମ ରାଷ୍ଟ୍ରପତି , ଗସ୍ତ କାର୍ଯ୍ୟକ୍ରମକୁ ତ୍ରୁଟି ଶୂନ୍ୟ କରିବାକୁ…

ଭୁବନେଶ୍ୱର -ଭାରତର ମାନ୍ୟବର ରାଷ୍ଟ୍ରପତି ଶ୍ରୀମତୀ ଦୌପଦୀ ମୁର୍ମୁ ଫେବୃୟାରୀ ୨ ତାରିଖରୁ ୭ ତାରିଖ ପର୍ଯ୍ୟନ୍ତ ୬ ଦିନିଆ ଓଡ଼ିଶା ଗସ୍ତରେ ଆସୁଛନ୍ତି । ଏହି ପରିପ୍ରେକ୍ଷୀରେ ଏକ ରାଜ୍ୟସ୍ତରୀୟ ପ୍ରସ୍ତୁତି ବୈଠକ ଗୁରୁବାର ସଂଧ୍ୟାରେ ମୁଖ୍ୟ ଶାସନ ସଚିବ ଶ୍ରୀମତୀ ଅନୁ ଗର୍ଗଙ୍କ ଅଧ୍ୟକ୍ଷତାରେ
Read More...

ଆଜି ରଥକାଠ ଅନୁକୂଳ

ପୁରୀ :  ପବିତ୍ର ଶ୍ରୀପଞ୍ଚମୀରେ ଅନୁକୂଳ ହେବ ରଥକାଠା ରଥଯାତ୍ରା ପାଇଁ ତିନିଟି କାଠକୁ ବିଧି ମୁତାବକ ପୂଜା କରାଯିବା ରାଜଗୁରୁ ଓ ସୋତ୍ରୀୟ ବ୍ରାହ୍ମଣମାନଙ୍କ ଉପସ୍ଥିତିରେ ପୂଜାର୍ଚ୍ଚନା କରାଯିବା ରଥ ନିର୍ମାଣ ସୃଜନୀ କାର୍ଯ୍ୟ ହୋଇଥିବାରୁ ମା’ ସରସ୍ବତୀଙ୍କୁ ଆବାହନ କରାଯିବ | ମହାପ୍ରଭୁଙ୍କ
Read More...

ଆଉ ଦୁଇ ବିଜେଡି ନେତା ନିଲମ୍ବିତ

ଭୁବନେଶ୍ୱର: ଦଳ ବିରୋଧୀ କାର୍ଯ୍ୟ ଅଭିଯୋଗରେ ବଲାଙ୍ଗିର ଜିଲ୍ଲା ପାଟଣାଗଡ଼ ଏନ୍ଏସିର ଉପାଧ୍ୟକ୍ଷ ପ୍ରଫୁଲ୍ଲ ମେହେରଙ୍କୁ ପ୍ରଥମେ ଦଳରୁ ନିଲମ୍ବନ କଲେ ନବୀନ । ସନ୍ଧ୍ୟାରେ ଆସିଲା ପ୍ରେସ ଇସ୍ତାହାର । ବିଳମ୍ବିତ ରାତିରେ ଜାରି ହେଲା ଆଉ ଏକ ନିର୍ଦ୍ଦେଶନାମା । କେନ୍ଦ୍ରାପଡ଼ା ଜିଲ୍ଲା ପାଟକୁରା
Read More...

ଶିଲା ପଟ୍ଟନାୟକଙ୍କ ପରିବାରକୁ ସହାୟତା ଘୋଷଣା

ଭୁବନେଶ୍ୱର: ବସ୍ ଦୁର୍ଘଟଣାରେ ଆଖି ବୁଜିଥିବା ଜଣାଶୁଣା ଯୁବ ସାମ୍ବାଦିକା ଶିଲା ପଟ୍ଟନାୟକଙ୍କ ପରିବାରକୁ ସହାୟତା ଘୋଷଣା ହୋଇଛି । ମୁଖ୍ୟମନ୍ତ୍ରୀ ରିଲିଫ ପାଣ୍ଠିରୁ ତାଙ୍କ ପରିବାରର ନିକଟତମ ଆତ୍ମୀୟଙ୍କ ପାଇଁ ୪ ଲକ୍ଷର ଅନୁକମ୍ପାମୂଳକ ସହାୟତା ପ୍ରଦାନ କରାଯାଇଛି । ସିଏମ୍ଓ
Read More...