ଆତ୍ମସମର୍ପଣ କଲେ ଆଉ ୨୦୮ ନକ୍ସଲ
ନୂଆଦିଲ୍ଲୀ: ଆଜି ଛତିଶଗଡ ଜଗଦଲପୁରରେ ଆତ୍ମସମର୍ପଣ କରିଛନ୍ତି ୨୦୮ ନକ୍ସଲ । ଛତିଶଗଡ ମୁଖ୍ୟମନ୍ତ୍ରୀ ବିଷ୍ଣୁ ଦେବ ସାଏ, ଉପମୁଖ୍ୟମନ୍ତ୍ରୀ ଓ ପୁଲିସ ଡିଜିଙ୍କ ଉପସ୍ଥିତିରେ ସିପିଆଇ ମାଓବାଦୀ ସେଣ୍ଟ୍ରାଲ କମିଟି ମେମ୍ବର ରୁପେଶ ନେତୃତ୍ୱରେ ନକ୍ସଲମାନେ ଆତ୍ମସମର୍ପଣ କରିଥିବା ସୂଚନା ମିଳିଛି ।!-->…
Read More...
Read More...