ପାଟଣାଗଡ଼ ବନବିଭାଗ ପକ୍ଷରୁ ୭୩ତମ ବନମହୋତ୍ସବ ପାଳିତ
ପାଟଣାଗଡ: ପାଟଣାଗଡ଼ ବନବିଭାଗ ଓ ଅଗ୍ନିଶମ ବିଭାଗର ମିଳିତ ଉଦ୍ୟମରେ ୭୩ତମ ବନ ମହୋତ୍ସବ ପାଟଣାଗଡ଼ ଅଗ୍ନିଶମ ବିଭାଗ କାର୍ଯ୍ୟାଳୟ ପରିସରରେ ସୋମବାର ବୃକ୍ଷ ରୋପଣ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । କାର୍ଯ୍ୟକ୍ରମରେ ମୁଖ୍ୟଅତିଥି ରୁପେ ରେଞ୍ଜ ଅଧିକାରୀ ଆନନ୍ଦ ଚନ୍ଦ୍ର ବିଶି, ସମ୍ମାନିତ!-->…
Read More...
Read More...