ଶରଧାବାଲିରେ ତିନି ରଥ
ପୁରୀ: ବହୁ ପ୍ରତୀକ୍ଷାର ଅନ୍ତ ଘଟିଛି। ଦୀର୍ଘ ଦୁଇ ବର୍ଷ ପରେ ପୁଣି ବଡ଼ଦାଣ୍ଡରେ ଭକ୍ତ-ଭଗବାନ ଏକାଠି ହୋଇଛନ୍ତି। ଆଜି ଭକ୍ତ-ଶ୍ରଦ୍ଧାଳୁଙ୍କ ଗହଳରେ ଅନୁଷ୍ଠିତ ହୋଇଛି ମହାପ୍ରଭୁଙ୍କ ଘୋଷଯାତ୍ରା। ସମୟ ପୂର୍ବରୁ ଅନୁଷ୍ଠିତ ହୋଇଛି ଶ୍ରୀଜିଉଙ୍କ ନୀତିକାନ୍ତି। ସଂଧ୍ୟ ସାଢ଼େଛଅଟା ସୁଦ୍ଧା!-->…
Read More...
Read More...