ନିର୍ବାଚନ କମିଶନଙ୍କ ଘୋଷଣା :
ଏଣିକି ୧୭ ବର୍ଷ ବୟସରେ ଭୋଟର ଆଇଡି ପାଇଁ କରିପାରିବେ ଆବେଦନ
ନୂଆଦିଲ୍ଲୀ: ଯେଉଁମାନଙ୍କୁ ୧୭ ବର୍ଷ ପୂରି ସାରିଛି,ସେମାନେ ଏଣିକି ଚାହିଁଲେ ଭୋଟର ପରିଚୟପତ୍ର ପାଇଁ ଆବେଦନ କରିପାରିବେ । ଆଜି ଏହି ନୂଆ ନିୟମ ସମ୍ପର୍କରେ ଘୋଷଣା କରିଛନ୍ତି ଭାରତୀୟ ନିର୍ବାଚନ କମିଶନ । ଏନେଇ ଉପଯୁକ୍ତ ବ୍ୟବସ୍ଥା କରିବାକୁ ସବୁ ରାଜ୍ୟର ମୁଖ୍ୟ ନିର୍ବାଚନ ଅଧିକାରୀଙ୍କୁ!-->…
Read More...
Read More...