ଦ୍ବିତୀୟ ଟେଷ୍ଟ ଖେଳିବେନି ବୁମରା, ଏହି ବୋଲରଙ୍କୁ ମିଳିବ ସୁଯୋଗ
ନୂଆଦିଲ୍ଲୀ: ଇଂଲଣ୍ଡ ବିପକ୍ଷ ଚାଲିଥିବା ଟେଷ୍ଟ ସିରିଜର ଦ୍ୱିତୀୟ ମ୍ୟାଚ ଆରମ୍ଭ ହେବା ପୂର୍ବରୁ ଭାରତୀୟ କ୍ରିକେଟ ଦଳକୁ ଏକ ବଡ଼ ଝଟକା ଲାଗିଛି। ଭାରତର ଷ୍ଟାର ଦ୍ରୁତ ବୋଲର ଜସପ୍ରିତ ବୁମରା ଏଡଜବାଷ୍ଟନରେ ଅନୁଷ୍ଠିତ ହେବାକୁ ଥିବା ଦ୍ୱିତୀୟ ଟେଷ୍ଟରୁ ବାଦ ପଡ଼ିଛନ୍ତି। ବିସିସିଆଇ ସୂତ୍ରରୁ!-->…
Read More...
Read More...