ଗିଲଙ୍କ ନେତୃତ୍ବରେ ଭାରତର ପ୍ରଥମ ଟେଷ୍ଟ ସିରିଜ ବିଜୟ
ନୂଆଦିଲ୍ଲୀ: ଦିଲ୍ଲୀର ଅରୁଣ ଜେଟଲି ଷ୍ଟାଡିୟମରେ ଖେଳାଯାଇଥିବା ଦ୍ୱିତୀୟ ଟେଷ୍ଟରେ ୱେଷ୍ଟଇଣ୍ଡିଜ୍ ବିପକ୍ଷରେ ସାତ ୱିକେଟ ବିନିମୟରେ ବିଜୟୀ ହୋଇଛି ଭାରତ। ଚତୁର୍ଥ ଦିନରେ ଦ୍ୱିତୀୟ ଇନିଂସ ଶେଷ ହେବା ପରେ ୧୨୧ ରନର ଲକ୍ଷ୍ୟ ଧାର୍ଯ୍ୟ କରାଯାଇଥିଲା। ଭାରତ ପଞ୍ଚମ ଦିନ ମଙ୍ଗଳବାରରେ ଏହାକୁ!-->…
Read More...
Read More...