ଭୁବନେଶ୍ଵରରେ ଟେଲି ଅଭିନେତ୍ରୀଙ୍କ ଆତ୍ମହତ୍ୟା
ଭୁବନେଶ୍ଵର : ଟେଲି ଅଭିନେତ୍ରୀ ରଶ୍ମିରେଖା ଓଝାଙ୍କ ଆତ୍ମହତ୍ୟା। ଭଡ଼ା ଘରୁ ଅଭିନେତ୍ରୀଙ୍କ ମୃତଦେହ ଉଦ୍ଧାର ହୋଇଛି। ସେ ଭୁବନେଶ୍ଵର ନୟାପଲ୍ଲୀ ଥାନା ଅନ୍ତର୍ଗତ ବଡ଼ ସାହିରେ ଏକ ଭଡ଼ା ଘରେ ରହୁଥିଲେ। ଘର ଭିତରୁ ନୟାପଲ୍ଲୀ ଥାନା ପୋଲିସ ଏକ ସୁଇସାଇଡ୍ ନୋଟ୍ ଜବତ କରିଛି।
ଧାରାବାହିକ!-->!-->!-->…
Read More...
Read More...