ରା.ଉଦୟଗିରି ବ୍ଳକରେ ମିଶନ ଶକ୍ତିର ମହିଳାମାନଙ୍କୁ ଆତ୍ମ ସୁରକ୍ଷା ତାଲିମ ପ୍ରଦାନ
ପାରଳାଖେମୁଣ୍ଡି: ଗଜପତି ଜିଲ୍ଲା ରା. ଉଦୟଗିରି ପଞ୍ଚାୟତ ସମିତି କାର୍ଯ୍ୟାଳୟ ପରିସରରେ ଆଜି ମହିଳା ଆତ୍ମରକ୍ଷା ତାଲିମ ଶିବିର ଅନୁଷ୍ଠିତ ହୋଇଯାଇଛି । ଗଜପତି ଜିଲ୍ଲା ଟାଇକୋଣ୍ଡୁ ଏକାଡେମୀ ସମ୍ପାଦକ କାର୍ତ୍ତିକ ଚନ୍ଦ୍ର ମହାପାତ୍ରଙ୍କ ପରିଚାଳନାରେ ମହିଳାଙ୍କୁ ମାଗଣାରେ ଏହି ତାଲିମ ପ୍ରଦାନ!-->…
Read More...
Read More...