ଶପଥ ନେଲେ ହାଇକୋର୍ଟର ଦୁଇ ବିଚାରପତି
କଟକ: ତ୍ରିପୁରା ହାଇକୋର୍ଟରୁ ବଦଳି ହୋଇ ଆସିଥିବା ବିଚାରପତି ଜଷ୍ଟିସ୍ ଶୁଭାଶିଷ ତାଳପତ୍ର ଏବଂ ଆଇନଜୀବୀ ସଞ୍ଜୟ କୁମାର ମିଶ୍ର ଶୁକ୍ରବାର ଓଡ଼ିଶା ହାଇକୋର୍ଟର ବିଚାରପତି ଭାବେ ଶପଥ ନେଇଛନ୍ତି । । ପୁରୁଣା କୋଠାର ନୂତନ ସମ୍ମିଳନୀ କକ୍ଷରେ ଶୁକ୍ରବାର ଏହି ଶପଥଗ୍ରହଣ ଉତ୍ସବ ଅନୁଷ୍ଠିତ!-->…
Read More...
Read More...