ବାଲ୍ୟ ବିବାହ ବନ୍ଦ ନିମନ୍ତେ ବିଦ୍ୟାଳୟରେ ସଚେତନତା କାର୍ଯ୍ୟକ୍ରମ
ପାରଳାଖେମୁଣ୍ଡି : ଗଜପତି ଜିଲ୍ଲାରେ ଜିଲ୍ଲାପ୍ରଶାସନ ଓ ଏକ୍ସନଏଡ଼ର ମିଳିତ ଉଦ୍ୟମରେ ବାଲ୍ୟ ବିବାହ ବନ୍ଦ କରିବା ନିମନ୍ତେ ଦୁଇ ଗୋଟି ସଚେତନତା କାର୍ଯ୍ୟକ୍ରମ ପଞ୍ଚାୟତର ଉଚ୍ଚ ବିଦ୍ୟାଳୟରେ ଯଥା ରାୟଗଡା ଓ ଜିରାଙ୍ଗରେ ଅନୁଷ୍ଠିତ ହୋଇଯାଇଅଛି । ଉକ୍ତ ଦୁଇଗୋଟି ବିଦ୍ୟାଳୟରେ ୧୧୦ ଛାତ୍ରଛାତ୍ରୀ!-->…
Read More...
Read More...