ଆଜି ମହାଷ୍ଟମୀ ; ଦଶହରା ପାଇଁ ଗାଁଠୁ ସହର ସବୁଠି ଉତ୍ସବ ମୁଖର
ଭୁବନେଶ୍ୱର,: ଦଶହରା ପାଇଁ ଗାଁଠୁ ସହର ସବୁଠି ଉତ୍ସବ ମୁଖର। ରଙ୍ଗୀନ ଆଲୋକମାଲାରେ ଝଲସୁଛି ପୀଠ ଓ ମଣ୍ଡପ। ସୋମବାର ମା’ଙ୍କ ସପ୍ତମୀ ପୂଜା ହୋଇଥିବା ବେଳେ ମଙ୍ଗଳବାର ମହାଷ୍ଟମୀରେ ମା’ଙ୍କ ନୀତିପୂଜା ଆରମ୍ଭ ହୋଇଛି। ଚାଲିଛି ହୋମଯଜ୍ଞ ସହ ସ୍ବତନ୍ତ୍ର ପୂଜାର୍ଚ୍ଚନା। ଘଣ୍ଟ, ଶଙ୍ଖ, ହୁଳ ହୁଳି!-->…
Read More...
Read More...