ବିଶ୍ୱ ପରିବେଶ ଦିବସରେ ସଚେତନତା ବାର୍ତ୍ତା ଦେଲେ ବଲାଙ୍ଗୀର ୟୁଥ୍‌ ଏକ୍ସନ କମିଟି

ବଲାଙ୍ଗୀର: ବଲାଙ୍ଗୀର ୟୁଥ୍‌ ଏକ୍ସନ କମିଟି ପକ୍ଷରୁ ବଲାଙ୍ଗୀର ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ବିଶ୍ୱ ପରିବେଶ ଦିବସ ପାଳନ ଓ ଲୋକମାନଙ୍କୁ ବୃକ୍ଷ (ଚାରା) ବଣ୍ଟନ ଏବଂ ସଚେତନତା ବାର୍ତ୍ତା ଦିଆଯାଇଥିଲା ।ଆଜି ବିଶ୍ୱ ପରିବେଶ ଦିବସ ବଲାଙ୍ଗୀରରେ ବଢୁଥିବା ଉତ୍ତାପକୁ ନଜରରେ ରଖି ଗଛକୁ
Read More...

ସୁରୁଖୁରୁରେ ଆଗେଇ ଚାଲିଛି ମହାପ୍ରଭୁଙ୍କ ରଥ ନିର୍ମାଣ କାର୍ଯ୍ୟ

ପୁରୀ : ସୁରୁଖୁରୁରେ ଆଗେଇ ଚାଲିଛି ମହାପ୍ରଭୁଙ୍କ ରଥ ନିର୍ମାଣ କାର୍ଯ୍ୟ । ଶ୍ରୀମନ୍ଦିର ପରମ୍ପରା ଅନୁଯାୟୀ ଶୀତଳ ଷଷ୍ଠୀ ଅବସରରେ ସମସ୍ତ ଚକ ଓ ଅଖ ସଂଯୋଗ କରାଯାଇଛି । ଭୋଇ ସେବକମାନେ ଏହି କାର୍ଯ୍ୟ ସମ୍ପନ୍ନ କରିଛନ୍ତି । ସେପଟେ ତିନିରଥ ପାଇଁ ଶେଷ ହୋଇଛି ୪୨ ଚକ ନିର୍ମାଣ । ନନ୍ଦିଘୋଷ ରଥର
Read More...

ଶ୍ରୀଜିଉଙ୍କୁ ଦର୍ଶନ କଲେ ୫-ଟି ସଚିବ

ପୁରୀ : ପୁରୀରେ ୫-ଟି ସଚିବ ଭି କାର୍ତ୍ତିକେୟନ ପାଣ୍ଡିଆନ । ଶ୍ରୀଜିଉଙ୍କୁ ଦର୍ଶନ କରିଛନ୍ତି । ଏହାସହ ପବିତ୍ର ଶୀତଳ ଷଷ୍ଠୀ ଦିବସରେ ମନ୍ଦିର ବେଢାରେ ଥିବା ମହାଦେବଙ୍କ ଦର୍ଶନ ମଧ୍ୟ କରିଛନ୍ତି । ଶ୍ରୀମନ୍ଦିରରେ ପାଖାପାଖି ୪୫ ମିନିଟ ପର୍ଯ୍ୟନ୍ତ ରହିବା ସହ ସେ ଭୁବନେଶ୍ୱର ପ୍ରତ୍ୟାବର୍ତ୍ତନ
Read More...

ନବୀନଙ୍କ ନୂଆ କ୍ୟାବିନେଟ୍‌ : କେଉଁ ମନ୍ତ୍ରୀଙ୍କୁ ମିଳିଲା କେଉଁ ବିଭାଗ

ଭୁବନେଶ୍ୱର : ପଂଚମ ପାଳିର ତୃତୀୟ ବର୍ଷରେ ବିଜେଡ଼ି ସୁପ୍ରିମୋ ତଥା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ମନ୍ତ୍ରୀମଣ୍ଡଳରେ ଏକ ବଡ଼ ଧରଣର ଅଦଳବଦଳ କରିଛନ୍ତି । ପ୍ରଥମ ଥର ପାଇଁ ସବୁ ମନ୍ତ୍ରୀ ଇସ୍ତଫା ଦେବାପରେ ନବୀନ ନୂଆ ମନ୍ତ୍ରୀମଣ୍ଡଳ ଗଠନ କରିଛନ୍ତି । ମଧ୍ୟାହ୍ନରେ
Read More...

ହରିଶଙ୍କର ରେଞ୍ଜ ଜଙ୍ଗଲ ବିଭାଗ ପକ୍ଷରୁ ସଚେତନତା କାର୍ଯ୍ୟକ୍ରମ

ପାଟଣାଗଡ଼ : ଖପ୍ରାଖୋଲ ବ୍ଲକ ମହରାପଦର ପଞ୍ଚାୟତ ଚାଉଳବାଞ୍ଜିଠାରେ ଜଙ୍ଗଲ ବିଭାଗ ତରଫରୁ ଆମ ଜଙ୍ଗଲ ଯୋଜନା ସମ୍ପର୍କିତ ସଚେତନତା କାର୍ଯ୍ୟକ୍ରମ ଶୁକ୍ରବାର ଅନୁଷ୍ଠିତ ହୋଇଯାଇଛି । ଆମ ଜଙ୍ଗଲ ଯୋଜନା ଟିମ୍‌ ଲିଡର ସଂଜୀବ ପଣ୍ଡାଙ୍କ ଅଧ୍ୟକ୍ଷତାରେ ଅନୁଷ୍ଟିତ କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି
Read More...

ରନ୍ଧାମଦ ଓ ମହୁଲ ଫୁଲ ଜବତ,୨ କୋର୍ଟ ଚାଲାଣ

ପାଟଣାଗଡ଼ : ପାଟଣାଗଡ଼ ଅବକାରୀ ବିଭାଗ ପୃଥକ୍‌ ପୃଥକ୍‌ ସ୍ଥାନରେ ଚଢାଉ କରି ରନ୍ଧା ମହୁଲି ମଦ ସହ ମହୁଲ ଫୁଲ ଜବତ କରିବା ସହ ଦୁଇ ଜଣଙ୍କୁ ଗିରଫ କରିଛି । ସେମାନଙ୍କ ମଧ୍ୟରୁ ଜଣେ ହେଲେ ଲରମ୍ଭା ଥାନା ଗଡିଆଜୋର ଗାଁ ମେଘ ମେହେର(୪୦ )ଓ ଅଏଁଲାତୁଙ୍ଗା ଗ୍ରାମରେ କୃଷ୍ଣ ବରିହା (୪୩) । ମେଘ ଓ
Read More...

ବାଲି ହରଚଣ୍ଡି ରଜ ଉତ୍ସବ ପାଇଁ ପ୍ରସ୍ତୁତି ବୈଠକ

ପୁରୀ : ପ୍ରସିଦ୍ଧ ବାଲି ହରଚଣ୍ଡି ରଜ ଉତ୍ସବ ଚଳିତ ମାସ ୧୪ ରୁ ୧୭ ତାରିଖ ପର୍ଯ୍ୟନ୍ତ ବାଲି ହରଚଣ୍ଡି ପୀଠରେ ଅନୁଷ୍ଠିତ ହେବ । ବିଗତ ଦୁଇ ବର୍ଷ ଧରି କରୋନା ପାଇଁ ଏହି ଉତ୍ସବ ବନ୍ଦ ରହିଥିବା ବେଳେ ଚଳିତ ବର୍ଷ କରୋନାର ପ୍ରକୋପ ହ୍ରାସ ପାଇଥିବାରୁ ଉତ୍ସବ ପାଳନ ପାଇଁ ସ୍ଥିର ହୋଇଛି । ଏହି
Read More...

ଶୀତଳଷଷ୍ଠୀ ଯାତ୍ରାରେ ସାମିଲ ହେବେ କେନ୍ଦ୍ର ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ

ସମ୍ବଲପୁର : କେନ୍ଦ୍ର ସରକାରଙ୍କ ଶିକ୍ଷା, ଦକ୍ଷତା ବିକାଶ ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ତାଙ୍କର ଦୁଇ ଦିନିଆ ଗସ୍ତରେ ଆଜି ସମ୍ବଲପୁର ଆସିଛନ୍ତି । ଆଜି ପ୍ରାତଃ ତପସ୍ୱିନୀ ଏକ୍ସପ୍ରେସ ଯୋଗେ ରାଜଧାନୀ ଭୁବନେଶ୍ୱରରୁ ଏଠାକୁ ଆସି ପହଞ୍ଚିଲା ପରେ ସମ୍ବଲପୁର ରେଲ ଷ୍ଟେସନରେ ତାଙ୍କୁ ଭବ୍ୟ
Read More...

ନବୀନଙ୍କ ନୂଆ କ୍ୟାବିନେଟ : ଶପଥ ନେଲେ ୧୩ କ୍ୟାବିନେଟ୍ ଓ ୮ଜଣ ରାଷ୍ଟ୍ରମନ୍ତ୍ରୀ

ଭୁବନେଶ୍ବର: ରବିବାର ଦିନ ପୂର୍ବାହ୍ନ ୧୧ଟା ୪୫ରେ ନୂଆ ମନ୍ତ୍ରିମଣ୍ଡଳର ଶପଥ ଗ୍ରହଣ ଉତ୍ସବ ଅନୁଷ୍ଠିତ ହୋଇଛି। ଲୋକସେବା ଭବନର କନ୍ଭେନସନ୍ ହଲ‌ରେ ଏଥିପାଇଁ ଭବ୍ୟ ଆୟୋଜନ କରାଯାଇଥିଲା। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନା୍ୟକଙ୍କ ଉପସ୍ଥିତିରେ ରାଜ୍ୟପାଳ ପ୍ରଫେସର ଗଣେଶୀ ଲାଲ ମନ୍ତ୍ରୀମାନଙ୍କୁ
Read More...

ଅନୁଷ୍ଠିତ ହେଲା ଯୋଗେଶ୍ୱର ଦେବଙ୍କ ବିବାହ ଉତ୍ସବ

ଦଶପଲ୍ଲା : ନୟାଗଡ଼ ଜିଲ୍ଲା ଦଶପଲ୍ଲା ବ୍ଲକ୍‌ ବାଣୀଗୋଛାର ପ୍ରସିଦ୍ଧ ସ୍ୱୟଂମ୍ଭୁ ଶୈବପୀଠ ବାବା ଯୋଗେଶ୍ୱର ମହାଦବଙ୍କ ବିବାହ ଉତ୍ସବ ପ୍ରତିବର୍ଷପରି ଏବର୍ଷ ମଧ୍ୟ ମହା ସମାରୋହରେ ପାଳିତ ହୋଇଯାଇଛି । ଏହି ଅବସରରେ ସ୍ୱତ୍ରୀୟ ବ୍ରାହ୍ମଣମାନେ ବୈଦିକ ମନ୍ତ୍ର ଉଚ୍ଚାରଣ ପୂର୍ବକ ବିବାହ କାର୍ଯ୍ୟ
Read More...