ଆଇଏଏସ୍ ବିଷ୍ଣୁପଦ ସେଠୀଙ୍କ ବଢିଲା ଅଡ଼ୁଆ: ଆବେଦନ ଖାରଜ କଲେ ହାଇକୋର୍ଟ
କଟକ: ଆଇଏଏସ୍ ବିଷ୍ଣୁପଦ ସେଠୀଙ୍କ ବିରୋଧରେ ବେଆଇନ ଅର୍ଥ କାରବାରକୁ ନେଇ ସିବିଆଇ ମାମଲା ରୁଜୁ କରିଥିଲା। ବିଷ୍ଣୁପଦ ସେଠୀଙ୍କ ଘରେ ଚଢାଉ ମଧ୍ୟ ହୋଇଥିଲା। ସିବିଆଇ ପକ୍ଷରୁ ରୁଜୁ ହୋଇଥିବା ମାମଲାକୁ ରଦ୍ଦ ପାଇଁ ବିଷ୍ଣୁପଦ ସେଠୀ ହାଇକୋର୍ଟଙ୍କ ଦ୍ଵାରସ୍ଥ ହୋଇଥିଲେ। ହାଇକୋର୍ଟ ଆଜି ଏହି!-->…
Read More...
Read More...