ୱେଷ୍ଟଇଣ୍ଡିଜ୍ ବିପକ୍ଷ ଟେଷ୍ଟ ସିରିଜ ପାଇଁ ଯୁଗଳ କିଶୋର ସାମଲ ଟିମ୍ ଇଣ୍ଡିଆ ମ୍ୟାନେଜର
କଟକ: ଆସନ୍ତା ୱେଷ୍ଟଇଣ୍ଡିଜ୍ ବିପକ୍ଷ ୨ମ୍ୟାଚ୍ ବିଶିଷ୍ଟ ଘରୋଇ ଟେଷ୍ଟ ସିରିଜ ପାଇଁ ଯୁଗଳ କିଶୋର ସାମଲ ଭାରତୀୟ ଦଳର ମ୍ୟାନେଜର ନିଯୁକ୍ତ ହୋଇଛନ୍ତି । ପ୍ରଥମ ଟେଷ୍ଟ ଆସନ୍ତା ଅକ୍ଟୋବର ୨ରୁ ୬ତାରିଖ ମଧ୍ୟରେ ଅହମ୍ମଦାବାଦରେ ଏବଂ ଦ୍ଵିତୀୟ ଟେଷ୍ଟ ଅକ୍ଟୋବର ୧୦ରୁ ୧୪ତାରିଖ ପର୍ଯ୍ୟନ୍ତ!-->…
Read More...
Read More...