ରାଜ୍ୟସଭା ସାଂସଦ ନିରଞ୍ଜନ ବିଶିଙ୍କୁ ପାଟଣାଗଡ଼ ସିଟିଜେନ କମିଟି ପକ୍ଷରୁ ସ୍ୱାଗତ ସମ୍ବର୍ଦ୍ଧନା
ପାଟଣାଗଡ଼: ନବ ନିର୍ବାଚିତ ରାଜ୍ୟ ସଭା ସାଂସଦ ନିରଞ୍ଜନ ବିଶିଙ୍କୁ ପାଟଣାଗଡ଼ ସିଟିଜେନ କମିଟି ପକ୍ଷରୁ ସ୍ଥାନୀୟ ପୂର୍ତ୍ତ ବିଭାଗ ଡାକବଙ୍ଗଳା ଠାରେ ଭବ୍ୟ ସ୍ୱାଗତ ସମ୍ବର୍ଦ୍ଧନା କରାଯାଇଥିଲା । କମିଟିର ସଭାପତି ଘନଶ୍ୟାମ ମେହେରଙ୍କ ସଭାପତିତ୍ୱରେ ଆୟୋଜିତ ସ୍ୱାଗତ ସମ୍ବର୍ଦ୍ଧନା ସଭାରେ ଶ୍ରୀ!-->…
Read More...
Read More...