ଗତ ୫ ବର୍ଷରେ ଆତ୍ମହତ୍ୟା କରିଛନ୍ତି ୮୧୯ ଜଣ ସୈନିକ
ନୂଆଦିଲ୍ଲୀ : ଭାରତୀୟ ପ୍ରତିରକ୍ଷା ବାହିନୀ (ସେନା,ବାୟୁସେନା ଓ ନୌସେନା)ରେ ଗତ ୫ ବର୍ଷରେ ୮୧୯ ଜଣ ସୈନିକ ଓ କର୍ମଚାରୀ ଆତ୍ମହତ୍ୟା କରିଛନ୍ତି । ସବୁଠାରୁ ଅଧିକ ଆତ୍ମହତ୍ୟା ମାମଲା ଭାରତୀୟ ସେନାରେ ହୋଇଛି ବୋଲି ସୂଚନା ଦେଇଛନ୍ତି କେନ୍ଦ୍ର ପ୍ରତିରକ୍ଷା ରାଷ୍ଟ୍ରମନ୍ତ୍ରୀ ଅଜୟ ଭଟ୍ଟ ।!-->…
Read More...
Read More...