ଗଛରେ ପିଟି ହେଲା ପିକଅପ୍, ୧୦ ମୃତ
ଲଖିମପୁର : ଉତ୍ତରପ୍ରଦେଶର ପିଲିଭୀତ ଜିଲାରେ ଏକ ପିକଅପ୍ ଦୁର୍ଘଟଣାଗ୍ରସ୍ତ ହୋଇ ୧୦ ଜଣଙ୍କର ମୃତ୍ୟୁ ଘଟିଛି । ଏହାସହ ପ୍ରାୟ ୬ ଜଣ ଆହତ ହୋଇଛନ୍ତି । ସେମାନଙ୍କ ମଧ୍ୟରୁ ୨ ଜଣଙ୍କ ଅବସ୍ଥା ଗୁରୁତର ରହିଛି । ମୃତକଙ୍କ ସଂଖ୍ୟା ବୃଦ୍ଧି ପାଇପାରେ ବୋଲି ଆଶଙ୍କା କରାଯାଉଛି । ଖବର ପାଇ ପୁଲିସ!-->…
Read More...
Read More...