ପାଟଣାଗଡ଼ ପ୍ରଶାସନ ପକ୍ଷରୁ ରଥଯାତ୍ରା ପାଇଁ ପ୍ରସ୍ତୁତି ବୈଠକ

ପାଟଣାଗଡ଼ : ବଲାଙ୍ଗୀର ଜିଲ୍ଲା ପାଟଣାଗଡ଼ ସହରର ଚଳିତ ବର୍ଷ ରଥଯାତ୍ରା ପାଇଁ ସୁଭଦ୍ରା ଭବନ ଠାରେ ଏକ ପ୍ରସ୍ତୁତି ବୈଠକ ଅନୁଷ୍ଠିତ ହୋଇଯାଇଛି । କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ପାଟଣାଗଡ଼ ବିଧାୟକ ସରୋଜ କୁମାର ମେହେର ଯୋଗଦାନ କରି କାର୍ଯ୍ୟକୁ ଆଗେଇ ନେଇଥିଲେ । ସମ୍ମାନିତ ଅତିଥି ଭାବେ
Read More...

ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ପାରଳାଖେମୁଣ୍ଡି : ଗଜପତି ଜିଲ୍ଲା ସଦର ମହକୁମା ପାରଳାଖେମୁଣ୍ଡି ସ୍ଥିତ ଶ୍ରୀ କୃଷ୍ଣଚନ୍ଦ୍ର ଗଜପତି ସ୍ୱୟଂ ଶାସିତ ମହା ବିଦ୍ୟାଳୟ ଜାତୀୟ ସମର ଶିକ୍ଷାର୍ଥୀ ବାହିନୀ ତରଫରୁ ଆନ୍ତର୍ଜାତୀୟ ଯୋଗ ଦିବସ ଅଧ୍ୟାପକ ଡକ୍ଟର ସୁମନ୍ତ କୁମାର ବେହେରାଙ୍କ ସଭାପତିତ୍ୱରେ ଅନୁଷ୍ଠିତ ହୋଇଯାଇଛି । ଏହି
Read More...

ବାଇକ-କାର ଧକ୍କାରେ ବାଇକ ଅରୋହୀଙ୍କ ମୃତ୍ୟୁ

ଫୁଲବାଣୀ:-କନ୍ଧମାଳ ଜିଲ୍ଲା ଫିରିଙ୍ଗିଆ ବ୍ଲକର ରତଙ୍ଗ ପଂଚାୟତର ଡାଙ୍ଗିଡିକିଆ ଗ୍ରାମର କଂସ କହଁର ଫିରିଙ୍ଗିଆ ହାଟକୁ ଆସି ଘରକୁ ଫେରୁଥିବା ବେଳେ ଡାଙ୍ଗିଡ଼ିକିଆ ଛକ ଠାରେ ଏକ ହୁଣ୍ଡାଇ କାର ତାଙ୍କ ବାଇକକୁ ଧକ୍କା ଦେଇଥିଲା । ଯାହାଫଳରେ କଂସଙ୍କ ଘଟଣା ସ୍ଥଳରେ ହିଁ ମୃତ୍ୟୁ ହୋଇଥିଲା । ଏହା
Read More...

ଓଡିଶାର ଦ୍ରୌପଦୀ ମୁର୍ମୁ ଏନଡିଏର ରାଷ୍ଟ୍ରପତି ପ୍ରାର୍ଥୀ

ନୂଆଦିଲ୍ଲୀ: ଦେଶର ପରବର୍ତ୍ତୀ ରାଷ୍ଟ୍ରପତି ପଦ ପାଇଁ ଏନଡିଏ ପ୍ରାର୍ଥୀକୁ ନେଇ ଲାଗି ରହିଥିବା ସସ୍‌ପେନ୍ସ ଶେଷରେ ଦୂର ହୋଇଛି । ତା ସହିତ ଓଡ଼ିଶା ପାଇଁ ଖୁସି ଖବର ମଧ୍ୟ ଆସିଛି । ରାଷ୍ଟ୍ରପତି ନିର୍ବାଚନ ପାଇଁ ଆଦିବାସୀ ଓ ମହିଳା କାର୍ଡ ଖେଳିଛି ବିଜେପି । ଏନଡିଏ ମେଣ୍ଟ ପକ୍ଷରୁ ଓଡିଶାର
Read More...

ମୃତ୍ୟୁ ଏପରି ମଧ୍ୟ ଆସେ : ଟ୍ରକ ଚକ ଫାଟି ମାଡି ଯିବାରୁ ଯୁବକ ମୃତ, ମାଉସୀ ପୁଅ ଭାଇ ଗୁରୁତର

ସୁବର୍ଣ୍ଣପୁର: ମୃତ୍ୟୁ ଯେ କେତେବେଳେ କିଭଳି ଆସିବ କଳନା କରିବା ଅସମ୍ଭବ । ଟ୍ରକ ଚକ ଫାଟି ଦୁଇ ଯୁବକଙ୍କ ଉପରେ ମାଡି ଯିବାରୁ ଘଟଣାସ୍ଥଳରେ ଜଣଙ୍କ ମୃତ୍ୟୁ ହୋଇଥିବା ବେଳେ ଅନ୍ୟ ଜଣେ ଯୁବକ ଗୁରୁତର ହୋଇଛନ୍ତି । ଘଟଣାରେ ଅଭିନବ ଗୁରୁ(୧୮)ଙ୍କ ମୃତ୍ୟୁ ହୋଇଥିବା ବେଳେ ମାଉସୀ ପୁଅ ରଶ୍ମିରଞ୍ଜନ
Read More...

ଯୋଗ ଦିବସ କାର୍ଯ୍ୟକ୍ରମ ସ୍ଥଳରେ ଆକ୍ରମଣ

ମାଲେ: ଆଜି ମାଳଦ୍ୱୀପରର ରାଜଧାନୀ ମାଲେରେ ଥିବା ଭାରତୀୟ ଦୂତାବାସ ପକ୍ଷରୁ ଯୋଗ ଦିବସ କାର୍ଯ୍ୟକ୍ରମ ଆୟୋଜନ କରାଯାଇଥିଲା । ଅଧିକାରୀ ଓ ଅନ୍ୟ ଲୋକମାନେ ଯୋଗାଭ୍ୟାସ କରୁଥିବା ବେଳେ ଏହାକୁ ଭଣ୍ଡୁର କରିବା ପାଇଁ ହୋଇଛି ଆକ୍ରମଣ । ଶତାଧିକ ଲୋକ କାର୍ଯ୍ୟକ୍ରମ ସ୍ଥଳରେ ବିକ୍ଷୋଭ କରିବା ସହ
Read More...

ଯଶୱନ୍ତ ସିହ୍ନା ଲଢିବେ ରାଷ୍ଟ୍ରପତି ନିର୍ବାଚନ

ନୂଆଦିଲ୍ଲୀ: ପୂର୍ବତନ କେନ୍ଦ୍ରମନ୍ତ୍ରୀ ଯଶୱନ୍ତ ସିହ୍ନା ରାଷ୍ଟ୍ରପତି ନିର୍ବାଚନୀରେ ପ୍ରାର୍ଥୀ ହେବେ । ଟିଏମ୍‌ସି ତାଙ୍କ ନାମକୁ ରାଷ୍ଟ୍ରପତି ପ୍ରାର୍ଥୀ ଭାବେ ଘୋଷଣା କରିବାକୁ ନିଷ୍ପତ୍ତି ନେଇଛି । ଟିମ୍‌ସି ପକ୍ଷରୁ ତାଙ୍କ ନାମକୁ ବିରୋଧୀ ଦଳ ସମ୍ମୁଖ୍ୟର ପ୍ରାର୍ଥୀ ଭାବେ ଉପସ୍ଥାପିତ
Read More...

୧୫ ହଜାର ଲୋକଙ୍କ ସହ ଯୋଗ କଲେ ମୋଦି

ନୂଆଦିଲ୍ଲୀ: ‘ଯୋଗ ଆଜି ବିଶ୍ୱର ସ୍ୱାସ୍ଥ୍ୟକୁ ନୂଆ ବାଟ ଦେଖାଇଛି । ପୂର୍ବରୁ ଯାହା ଘର ଭିତରେ ସୀମିତ ଥିଲା,ଆଜି ତାହା ସାରା ବିଶ୍ୱରେ ପହଞ୍ଚିଛି । ଯୋଗ କୌଣସି ବ୍ୟକ୍ତି ପାଇଁ ନୁହେଁ,ସମଗ୍ର ମାନବ ଜାତି ପାଇଁ ଉଦ୍ଦିଷ୍ଟ । ଯୋଗ ଜୀବନର ଏକ ଅଂଶ ନୁହେଁ,ଏହା ଜୀବନଶୈଳୀ । ଯୋଗ କୋଟି କୋଟି
Read More...

ସୁବର୍ଣ୍ଣପୁର ଠାରେ ବିଶ୍ୱ ଯୋଗଦିବସ ପାଳିତ

ସୁବର୍ଣ୍ଣପୁର: ସୁବର୍ଣ୍ଣପୁର ସଂସ୍କୃତି ଭବନ ଠାରେ ଜିଲ୍ଲା ପ୍ରଶାସନ ପକ୍ଷରୁ ବିଶ୍ୱ ଯୋଗ ଦିବସ ପାଳିତ ହୋଇଯାଇଛି । ସନ୍ଥ ଭୀମ ଭୋଇ ସେବା ଶ୍ରମ ଓ ଯୋଗ ମହୋତ୍ସବ ସମିତିର ମିଳିତ ସହଯୋଗରେ ଆୟୋଜିତ ଜ଼ିଲ୍ଲା ପ୍ରଶାସନର ଏହି ଅନ୍ତର୍ଜାତୀୟ ଯୋଗ ଦିବସ ପାଳନ ଅବସରରେ ସୁବର୍ଣ୍ଣପୁର ଜିଲ୍ଲାପାଳ
Read More...

ନକ୍ସଲ ଆକ୍ରମଣରେ ୩ ଯବାନ ସହିଦ

ନୂଆପଡ଼ା : ନକ୍ସଲ ଆକ୍ରମଣରେ ଆଜି ୩ ଜଣ ଯବାନ ସହିଦ ହୋଇଛନ୍ତି । ସେମାନେ ସିଆର୍‌ପିଏଫ୍‌ର । ନୂଆପଡା ଜିଲ୍ଲା ବୋଡେନ୍‌ ବ୍ଲକ୍‌ ପାଟଧରା ସଂରକ୍ଷିତ ଜଙ୍ଗଲରେ ମଙ୍ଗଳବାର ଯବାନମାନେ ଗୋଟିଏ କ୍ୟାମ୍ପରୁ ଅନ୍ୟ କ୍ୟାମ୍ପକୁ ଯିବା ବେଳେ ହୋଇଥିଲା ହମଲା । ସହିଦ ଯବାନମାନେ ହେଲେ ଶିଶୁପାଳ ସିଂହ,
Read More...