ଆସିଲା ରୁଚିକାଙ୍କ ବ୍ୟବଚ୍ଛେଦ ରିପୋର୍ଟ
ଭୁବନେଶ୍ୱର: ବିଜେବି କଲେଜ ଛାତ୍ରୀ ରୁଚିକା ମହାନ୍ତିଙ୍କ ଆସିଲା ପୋଷ୍ଟମର୍ଟମ୍ ରିପୋର୍ଟ। ପୋଲିସର ହସ୍ତଗତ ହୋଇଛି ବ୍ୟବଚ୍ଛେଦ ରିପୋର୍ଟ । ଶ୍ୱାସରୁଦ୍ଧ ହୋଇ ରୁଚିକାଙ୍କ ମୃତ୍ୟୁ ଘଟିଥିବା ରିପୋର୍ଟରେ ସ୍ପଷ୍ଟ ହୋଇଛି । ତେବେ ରୁଚିକାଙ୍କ ଭିସେରା ପରୀକ୍ଷା ପାଇଁ ପଠାଯାଇଛି । ଅନ୍ୟପଟେ!-->…
Read More...
Read More...