ଆନ୍ତର୍ଜାତିକ ଯୋଗ ଦିବସ ପାଇଁ ଯୋଗ ଅଭ୍ୟାସ କାର୍ଯ୍ୟକ୍ରମ

ଫୁଲବାଣୀ: ଆନ୍ତର୍ଜାତିକ ଯୋଗ ଦିବସ ପାଇଁ ଯୋଗ ଅଭ୍ୟାସ କାର୍ଯ୍ୟକ୍ରମ ଆଯୋଜିତ ହୋଇଯାଇଛି । ଜ଼ିଲ୍ଲାର ପର୍ଯ୍ୟଟନସ୍ଥଳୀ ଗୁଡିକରେ ନେହରୁ ଯୁବ କେନ୍ଦ୍ର ଫୁଲବାଣୀ ତରଫରୁ ଆନ୍ତର୍ଜାତିକ ଯୋଗ କାର୍ଯ୍ୟକ୍ରମ ପାଇଁ ଯୋଗ ଅଭ୍ୟାସ ଅନୁଷ୍ଠିତ ହୋଇଯାଇଛି । ନେହରୁ ଯୁବକେନ୍ଦ୍ର ଫୁଲବାଣୀର ଜ଼ିଲ୍ଲା
Read More...

ଫୁଲୁରି ତେଲ ଲାଗି ହେଲେ ମହାପ୍ରଭୁ

ପୁରୀ : ସ୍ନାନ ପୂର୍ଣ୍ଣିମାରେ ଅତ୍ୟଧିକ ସୁବାସିତ ଜଳରେ ସ୍ନାନ କରି ଜ୍ୱରରେ ପୀଡିତ ଚତୁର୍ଦ୍ଧା ମୁର୍ତ୍ତି । ଅଣସର ଘରେ ଦଇତାପତି ଓ ପତିମହାପାତ୍ର ସେବକମାନେ ନିଷ୍ଠାର ସହ ମହାପ୍ରଭୁଙ୍କୁ ଆୟୁର୍ବେଦୀୟ ଉପଚାର କରୁଛନ୍ତି । ରବିବାର ହେଉଛି ଅଣସରର ପଞ୍ଚମ ଦିବସ । ଏବେ ମହାପ୍ରଭୁଙ୍କୁ ଗରମ
Read More...

ବନ୍ୟାର ସଫଳ ମୁକାବିଳା ନିମନ୍ତେ ଜିଲ୍ଲାର ସମସ୍ତ ବ୍ଲକରେ ପ୍ରଶାସନ ତରଫରୁ ମକଡ୍ରିଲ

ସୁବର୍ଣ୍ଣପୁର: ସମ୍ଭାବ୍ୟ ବନ୍ୟାର ସଫଳ ଓ ତ୍ୱରିତ ମୁକାବିଲା ନିମନ୍ତେ ଆଜି ଜିଲ୍ଲା ପ୍ରଶାସନ ସୁବର୍ଣ୍ଣପୁର ତରଫରୁ ଜିଲ୍ଲାରେ ଥିବା ବିଭିନ୍ନ ୬ଟି ବହୁମୁଖୀ ବନ୍ୟା ଆଶ୍ରୟସ୍ଥଳୀ ଠାରେ ସାମୁହିକ ଅଭ୍ୟାସ ବା ମକଡ୍ରିଲ କାର୍ଯ୍ୟକ୍ରମ ଅନୁଷ୍ଠିତ କରାଯାଇଛି । ଏହି କାର୍ଯ୍ୟକ୍ରମ ପରିପ୍ରେକ୍ଷୀରେ
Read More...

ହରିଶଙ୍କର ଝରଣାରେ ମଦପିଇ ଗାଧୋଇଲେ ଦେବାକୁ ପଡିବ ଜରିମାନା

ପାଟଣାଗଡ: ମଦୁଆଙ୍କ ଉପରେ ଖପ୍ରାଖୋଲ ପୋଲିସ ନେଇଛି କଡା ପଦକ୍ଷେପ । ମଦ ପିଇ ହରିଶଙ୍କର ଝରଣାରେ ଗାଧୋଇଲେ ୧୦୦୦ଟଙ୍କା ଜରିମାନା ଆଦାୟ କରାଯିବ ବୋଲି ପୋଲିସ ପକ୍ଷରୁ ସୂଚନା ମିଳିଛି । ସୂଚନା ଅନୁସାରେ ଗତ କିଛି ଦିନ ତଳେ ମଦ ପିଇବାକୁ ନେଇ ଦୁଇ ଗୋଷ୍ଠୀ ମଧ୍ୟରେ ମାର୍‌ପିଟ ହୋଇଥିବା ବେଳେ
Read More...

ବୋହୂର ଠେଙ୍ଗା ମାଡ଼ରେ ଶଶୁର ମୃତ

ଗଞ୍ଜାମ : ଗଞ୍ଜାମ ଜିଲ୍ଲା ଆସିକା ଥାନା କିଶୋରଚନ୍ଦ୍ର ପଲ୍ଲୀ ଗାଁରେ ଆଜି ସକାଳୁ ଦେଖିବାକୁ ମିଳିଛି ଏକ ଅଭାବନୀୟ ଘଟଣା । ବୋହୂର ଠେଙ୍ଗା ମାଡ଼ରେ ଟଳିପଡିଲେ ଶଶୁର । ମୃତ ଶଶୁର ହେଲେ ୫୫ ବର୍ଷୀୟ ସୀମାଞ୍ଚଳ ନାୟକ । ହତ୍ୟାକାଣ୍ଡର କାରଣ ଅସ୍ପଷ୍ଟ ରହିଥିବା ବେଳେ ପୂର୍ବରୁ ଶଶୁର ସୀମାଞ୍ଚଳ
Read More...

ରାଜ୍ୟସଭା ସାଂସଦ ନିରଞ୍ଜନ ବିଶିଙ୍କୁ ପାଟଣାଗଡ଼ ସିଟିଜେନ କମିଟି ପକ୍ଷରୁ ସ୍ୱାଗତ ସମ୍ବର୍ଦ୍ଧନା

ପାଟଣାଗଡ଼: ନବ ନିର୍ବାଚିତ ରାଜ୍ୟ ସଭା ସାଂସଦ ନିରଞ୍ଜନ ବିଶିଙ୍କୁ ପାଟଣାଗଡ଼ ସିଟିଜେନ କମିଟି ପକ୍ଷରୁ ସ୍ଥାନୀୟ ପୂର୍ତ୍ତ ବିଭାଗ ଡାକବଙ୍ଗଳା ଠାରେ ଭବ୍ୟ ସ୍ୱାଗତ ସମ୍ବର୍ଦ୍ଧନା କରାଯାଇଥିଲା । କମିଟିର ସଭାପତି ଘନଶ୍ୟାମ ମେହେରଙ୍କ ସଭାପତିତ୍ୱରେ ଆୟୋଜିତ ସ୍ୱାଗତ ସମ୍ବର୍ଦ୍ଧନା ସଭାରେ ଶ୍ରୀ
Read More...

ଆଜି ପ୍ରଥମ ପର୍ଯ୍ୟାୟ ସମବାୟ ନିର୍ବାଚନ, ୪୦ ସମବାୟ ସମିତିର ୨୬୯ ପଦବୀ ପାଇଁ ପ୍ରତିଦ୍ୱନ୍ଦିତା

ଦଶପଲ୍ଲା : ରାଜ୍ୟରେ ମୌସୁମୀ ସକ୍ରିୟ ଥିବାବେଳେ ସମବାୟ ନିର୍ବାଚନ ଗାଁ ରାଜନୀତିକୁ ଉଷ୍ମ କରିଛି । ଜିଲ୍ଲାରେ ୧୫୫ ସମବାୟ ସମିତି ମଧ୍ୟରୁ ପ୍ରଥମ ପର୍ଯ୍ୟାୟରେ ୯୯ଟି ସମବାୟ ସମିତି ପାଇଁ ନିର୍ବାଚନ ବିଜ୍ଞପ୍ତି ପ୍ରକାଶ ପାଇଥିଲା । ଏହାର ନିର୍ବାଚନ ଆଜି ଅର୍ଥାତ ୧୯ ତାରିଖରେ ଅନୁଷ୍ଠିତ
Read More...

ରଜ ଉପଲକ୍ଷେ ଯୁବଗୋଷ୍ଠୀ ପକ୍ଷରୁ ନାଚଗୀତ କାର୍ଯ୍ୟକ୍ରମ

ଘୁ ଉଦୟଗିରି: ସ୍ଥାନୀୟ ବିଜ୍ଞାପିତ ଅଞ୍ଚଳ ପରିଷଦର ୧ ନମ୍ୱର୍‌ ୱାର୍ଡ ପଦାସାହିଠାରେ ରଜ ମୋହତ୍ସବ ଅନୁଷ୍ଠିତ ହୋଇଯାଇଅଛି । ଏଥିରେ ସ୍ଥାନୀୟ ବିଜ୍ଞାପିତ ଅଞ୍ଚଳ ପରିଷଦ ଅଧ୍ୟକ୍ଷା ଭାନୁପ୍ରଭା ମିଶ୍ର ମୂଖ୍ୟ ଅତିଥି ଭାବରେ ଯୋଗ ଦେଇଥିବା ବେଳେ ମଞ୍ଚରେ ଉପାଧ୍ୟକ୍ଷ ସନ୍ତୋଷ ବାଗ, ସ୍ଥାନୀୟ
Read More...

ସଞ୍ଜୟ ସିଂହ ହେଲେ ସୂଚନା ଓ ଲୋକସମ୍ପର୍କ ବିଭାଗ ସଚିବ

ଭୁବନେଶ୍ୱର:ସୂଚନା ଓ ଲୋକସମ୍ପର୍କ ବିଭାଗର ପ୍ରମୁଖ ସଚିବ ଭାବେ ନିଯୁକ୍ତି ପାଇଛନ୍ତି ୧୯୯୭ ବ୍ୟାଚ୍ ଆଇଏଏସ୍ ସଞ୍ଜୟ କୁମାର ସିଂହ । ଏହି ମୂଳ ଦାୟିତ୍ୱ ସହ ବିଡିଏ ଉପାଧ୍ୟକ୍ଷ ଏବଂ ଭୁବନେଶ୍ୱର ସ୍ମାର୍ଟ ସିଟି ଲିମିଟେଡର ସିଏମଡି ଭାବେ ସେ ପୂର୍ବଭଳି ଅତିରିକ୍ତ ଦାୟିତ୍ୱରେ ରହିବେ ।
Read More...

ଭବାନୀପାଟଣାରେ କିସ୍‌ ପକ୍ଷରୁ ପ୍ରତିଷ୍ଠିତ ସ୍କୁଲ ଉଦ୍‌ଘାଟନ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର:ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ଆଜି ଭିଡିଓ କନ୍ଫରେନ୍ସିଂ ଜରିଆରେ କଳାହାଣ୍ଡି ଜିଲ୍ଲାର ଭବାନୀପାଟଣାଠାରେ କିସ୍‌ ପକ୍ଷରୁ ପ୍ରତିଷ୍ଠିତ ଏକ ସ୍କୁଲ ଉଦ୍‌ଘାଟନ କରିଛନ୍ତି। ଏହି ବିଦ୍ୟାଳୟରେ ୧୨୦୦ ଜନଜାତି ପିଲା ବିନା ମୂଲ୍ୟରେ ପାଠ ପଢିବାର ସୁଯୋଗ ପାଇବେ। ଏଥିପାଇଁ
Read More...