ବିଶ୍ୱପ୍ରସିଦ୍ଧ ଘୋଷଯାତ୍ରା, ରଥାରୂଢ ହେଲେ ଶ୍ରୀଜିଉ
ପୁରୀ : ଆଜି ବିଶ୍ଵ ପ୍ରସିଦ୍ଧ ଘୋଷଯାତ୍ରା। ନବଦିନାତ୍ମକ ଯାତ୍ରାରେ ବାହାରିଛନ୍ତି ଶ୍ରୀଜିଉ। ଦୀର୍ଘ ଦୁଇ ବର୍ଷ ପରେ ବଡ଼ଦାଣ୍ଡରେ ହେଉଛି ଭକ୍ତ ଓ ଭଗବାନଙ୍କ ମିଳନ। ତେବେ ପହଣ୍ଡି ବିଜେର ଆସି ରଥାରୂଢ ହେଲେ ଚତୁର୍ଦ୍ଧାବିଗ୍ରହ। ପ୍ରଥମେ ରଥାରୂଢ ହୋଇଛନ୍ତି ଶ୍ରୀସୁଦର୍ଶନ। ଏହାପରେ ତାଳଧ୍ଵଜ!-->…
Read More...
Read More...