ଭିଜିଲାନ୍ସ ଜାଲରେ ରାୟଗଡା ଜିଲ୍ଲା ଅବକାରୀ ଅଧୀକ୍ଷକ

ରାୟଗଡା : ୬ ଲକ୍ଷ ଟଙ୍କା ନେଇ ଯାଉଥିବା ବେଳେ ଭିଜିଲାନ୍ସ ହାତରେ ଧରାପଡିଛନ୍ତି ରାୟଗଡ ଅବକାରୀ ଅଧିକ୍ଷକ ନିନା ବେଉରା । ରାୟଗଡ଼ାରୁ ଭୁବନେଶ୍ୱର ଯିବା ସମୟରେ ଧରିଲା ଓଡିଶା ଭିଜିଲାନ୍ସ ଟିମ । ଜବତ ନଗଦ ୬ ଲକ୍ଷ ଟଙ୍କା ବିଷୟରେ ସେ ସନ୍ତୋଷଜନକ ଉତ୍ତର ଦେଇ ନ ପାରିବାରୁ ନିନାଙ୍କୁ ଗିରଫ
Read More...

ବାଞ୍ଜିପାଲି ଜଗନ୍ନାଥ ମନ୍ଦିରରୁ ଚୋରି

ପାଟଣାଗଡ଼ : ପାଟଣାଗଡ଼ ଉପଖଣ୍ଡ ଖପ୍ରାଖୋଲ ବ୍ଳକ ଧଣ୍ଡାମୁଣ୍ଡା ପଞ୍ଚାୟତ ବାଞ୍ଜିପାଲି ଗ୍ରାମର ଜଗନ୍ନାଥ ମନ୍ଦିର ତାଲା କାଟି ଚୋରି ହୋଇଥିବା ନେଇ ଖପ୍ରାଖୋଲ ଥାନାରେ ଅଭିଯୋଗ ହୋଇଛି । ବାଞ୍ଜିପାଲି ଗ୍ରାମର ଜଗନ୍ନାଥ ମନ୍ଦିରରୁ ଶୁକ୍ରବାର ରାତିରେ ଦୁର୍ବୁତ୍ତମାନେ ମୁଖ୍ୟ ଦ୍ୱାରର ତାଲା କାଟି
Read More...

ବିଲ୍ଡିଂରେ ଭୟାବହ ଅଗ୍ନିକାଣ୍ଡ, ୨୦ ମୃତ

ନୂଆଦିଲ୍ଲୀ : ରାଜଧାନୀର ଦିଲ୍ଲୀର ମୁଣ୍ଡକା ମେଟ୍ରୋ ଷ୍ଟେସନ ନିକଟରେ ଥିବା ଏକ ବାଣିଜିକ ବହୁତଳ ବିଶିଷ୍ଟ କୋଠାରେ ଆଜି ଭୟାବହ ଅଗ୍ନିକାଣ୍ଡ ଘଟି ଅତି କମରେ ୨୦ଜଣ ଲୋକ ଜୀବନ୍ତ ଦଗ୍ଧ ହୋଇଥିବା ବେଳେ ୪୦ରୁ ଅଧିକ ଲୋକ ଆହତ ହୋଇଛନ୍ତି । ସେମାନଙ୍କ ମଧ୍ୟରୁ ଅଧିକାଂଶ ଅବସ୍ଥା ଅତି ସଂକଟାପନ୍ନ ।
Read More...

ଆକ୍ସନ୍‌ ମୋଡରେ ନୟାଗଡ ଏସ୍‌ପି ଅଲେଖ ଚନ୍ଦ୍ର ପହି, ସଫାହେବେ ଅପରାଧୀ

ଦଶପଲ୍ଲା : ନୟାଗଡ଼ ଜିଲ୍ଲାରେ ଦିନକୁ ଦିନ ଚୋରି, ଡକାୟତି ,ରାହାଜାନି ବଢ଼ିବାରେ ଲାଗିଥିବା ବେଳେ ଶରଣକୁଳ ପୋଲିସକୁ ମିଳିଛି ବଡ଼ ସଫଳତା । ନୟାଗଡ଼ ଏସପି ଅଲେଖ ଚନ୍ଦ୍ର ପହିଙ୍କ ନିର୍ଦ୍ଦେଶ କ୍ରମେ ଶରଣକୁଳ ପୋଲିସ ଏକ ଲୁଟେରା ଗ୍ୟାଙ୍ଗକୁ ଧରିବାରେ ସଫଳ ହୋଇଛି । ଏସପି ଶ୍ରୀଯୁକ୍ତ ପହିଙ୍କ
Read More...

ଜିଲ୍ଲା ଯୋଜନା ଓ ସଂଯୋଜନ ବିଭାଗରେ ନୂତନ ଉପ ନିର୍ଦ୍ଦେଶକଙ୍କ ଯୋଗଦାନ

ସୁବର୍ଣ୍ଣପୁର: ସୁବର୍ଣ୍ଣପୁର ଜିଲ୍ଲା ଯୋଜନା ଓ ସଂଯୋଜନ ବିଭାଗ ରେ ନୂତନ ଉପ ନିର୍ଦ୍ଦେଶକ ଭାବରେ ଚତୃର୍ଭୁଜ ସାହୁ ଆଜି ଯୋଗଦାନ କରିଛନ୍ତି । ଯୋଜନା ଓ ସଂଯୋଜନା ବିଭାଗର ପତ୍ର ସଂଖ୍ୟା ୫୫୦୭, ତା.୪/୫/୨୨ ଅନୁସାରେ ଶ୍ରୀ ସାହୁଙ୍କୁ ନିଯୁକ୍ତି ଦିଆଯାଇଛି । ଏହା ପୂର୍ବରୁ ସେ କନ୍ଧମାଳ
Read More...

ଭିଜିଲାନ୍ସ ଜାଲରେ ଭିଜିଲାନ୍ସ ଅଧିକାରୀ

ସମ୍ବଲପୁର: ଲାଞ୍ଚ ନେବା ବେଳେ ଭିଜିଲାନ୍ସ ହାତରେ ଧରା ପଡିଲେ ଭିଜିଲାନ୍ସ ଅଧିକାରୀ। ସମ୍ବଲପୁରର ଭିଜିଲାନ୍ସ ଡିଭିଜିନର ଇନ୍ସପେକ୍ଟର ମାନସୀ ଜେନା ୧୦ ଲକ୍ଷ ଟଙ୍କା ଲାଞ୍ଚ ନେବା ବେଳେ ଧରା ପଡିଛନ୍ତି। ଜଣେ କର୍ମଚାରୀଙ୍କ କେସ୍ ରଫାଦଫା କରିବା ପାଇଁ ଲାଞ୍ଚ ନେଉଥିଲେ। ବରଗଡର ମୁକେଶ ସାହୁଙ୍କ
Read More...

ଗଜପତି ଜିଲ୍ଲା ଗସ୍ତରେ ଜାତୀୟ ମନିଟରିଂ ଟିମ ଲିଡର

ପାରଳାଖେମୁଣ୍ଡି :ଗଜପତି ଜିଲ୍ଲାକୁ ଜାତୀୟ ମନିଟରିଂ ଟିମ୍‌ ଲିଡର ୬ଦିନିଆ ଗସ୍ତରେ ଆସିଥିବାର ଜଣାପଡିଛି । ଜାତୀୟ ମନିଟରିଂ ଟିମ ଲିଡର ଡ.ଏସ ଦୟାକର ରେଡ୍ଡୀ ବିଭିନ୍ନ ଉନ୍ନୟନମୂଳକ କାର୍ଯ୍ୟ ସମୀକ୍ଷା କରୁଛନ୍ତି । ବିଶେଷ କରି ଗଜପତି ଜିଲ୍ଲାରେ ନିର୍ମାଣ ଧିନ ପୋଖରୀ, ରୁରାଲ ହାଉସିଂ
Read More...

ବିଶ୍ୱ ନର୍ସିଂ ଦିବସ ପାଳିଲେ ଏଏନଏମ ଛାତ୍ରୀ

ଘୁ.ଉଦୟଗିରି:- ସାରା ବିଶ୍ୱ ପାଳିଛି ଆନ୍ତର୍ଜାତୀୟ ନର୍ସିଂ ଦିବସ ବା ବିଶ୍ୱ ସେବିକା ଦିବସ । ଏହି ଅବସରରେ ଘୁ. ଉଦୟଗିରି ଏମଏମସି ହସ୍ପିଟାଲ ପରିସରରେ ଥିବା ଏମ୍‌ଏମସିଏଚ୍‌ଟି ଏଏନଏମ ସ୍କୁଲରେ ନର୍ସିଂ ଛାତ୍ରୀ ଓ ଶିକ୍ଷୟତ୍ରୀ ପାଳିଲେ ଆନ୍ତର୍ଜାତୀୟ ନର୍ସିଂ ଦିବସ । ମୁଖ୍ୟ ଅତିଥି ଭାବେ
Read More...

ଅଜଣା ରୋଗରେ ପୀଡ଼ିତ ମିନାକ୍ଷୀଙ୍କର ଉଚ୍ଚ ଚିକିତ୍ସା ପାଇଁ ଅର୍ଥ ହୋଇଛି ବାଧକ

ସୁବର୍ଣ୍ଣପୁର : ସୁବର୍ଣ୍ଣପୁର ଜିଲ୍ଲା ବୀରମହାରାଜପୁର ବ୍ଲକ ଅନ୍ତର୍ଗତ ବାଗବର ପଂଚାୟତ କେନ୍ଦୁପାଲି ଗ୍ରାମର ରାଜୁ ମେହେରଙ୍କ ସ୍ତ୍ରୀ ମିନାକ୍ଷୀ ମେହେର (୨୮) ଗତ ୭ ବର୍ଷ ଆଗରୁ ତାଙ୍କର ଗୋଡ଼ ଦରଜ ହେବା ଆରମ୍ଭ ହୋଇଥିଲା । ବାରମ୍ବାର ଉକ୍ତ ଗୋଡର ସେ ଚିକିତ୍ସା କରାଇଥିଲେ ହେଁ ଦିନକୁ ଦିନ
Read More...

ବାଇକ୍‌ ଦୁର୍ଘଟଣାରେ ଜଣେ ମୃତ, ଜଣେ ଗୁରୁତର

ପାଟଣାଗଡ଼ : ପାଟଣାଗଡ଼ରୁ କଣ୍ଟାବାଞ୍ଜି ରାସ୍ତା ସାଲେପାଲି ଛକ ନିକଟରେ ମୁଖ୍ୟ ରାସ୍ତାରେ ଏକ ବାଇକ୍‌ ଦୁର୍ଘଟଣାରେ ଜଣେ ଯୁବକ ମୃତ୍ୟୁ ଘଟିଥିବା ବେଳେ ଅନ୍ୟ ଜଣେ ଗୁରୁତର ଆହତ ହୋଇଛନ୍ତି । ମୃତକ ଜଣକ ହେଲେ ସଲାଣ୍ଡିର ନୀଳ ଧାରୁଆ.ବୋଲି ଜଣାପଡିଛି । ମିଳିଥିବା ସୂଚନା ଅନୁଯାୟୀ ମୃତକ ନୀଳ
Read More...