ଏଣିକି ରାଜ୍ୟପାଳ ନୁହନ୍ତି,ମୁଖ୍ୟମନ୍ତ୍ରୀ ହେବେ ବିଶ୍ୱବିଦ୍ୟାଳୟର କୁଳାଧିପତି : ଜାଣନ୍ତୁ,କେଉଁ ରାଜ୍ୟରେ

କୋଲକାତା : ଅନେକ ବର୍ଷ ଧରି ପ୍ରଚଳିତ ଏକ ଗୁରୁତ୍ୱପୂର୍ଣ୍ଣ ନିୟମ ବଦଳିବାକୁ ଯାଉଛି । ପଶ୍ଚିମ ବଙ୍ଗରେ ଖୁବଶୀଘ୍ର ଦେଖିବାକୁ ମିଳିବ ନୂଆ କଥା । ତାହା କୁଳାଧିପତି ପଦକୁ ନେଇ । ଏଣିକି ପଶ୍ଚିମବଙ୍ଗରେ ରାଜ୍ୟପାଳ ନୁହନ୍ତି,ମୁଖ୍ୟମନ୍ତ୍ରୀ ହେବେ ବିଶ୍ୱବିଦ୍ୟାଳୟର କୁଳାଧିପତି । ପଶ୍ଚିମବଙ୍ଗ
Read More...

ରାଜ୍ୟରେ କମିଲା ଶିଶୁ ମୃତ୍ୟୁହାର, ସ୍ୱାସ୍ଥ୍ୟ ବିଭାଗକୁ ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର : ବିକାଶରେ ବିଭିନ୍ନ କ୍ଷେତ୍ରରେ ଓଡିଶା କ୍ରମାଗତଭାବେ ସଫଳତା ହାସଲ କରି ଅନ୍ୟ ରାଜ୍ୟ ମାନଙ୍କ ପାଇଁ ଆଦର୍ଶ ସୃଷ୍ଟି କରିଥିବା ବେଳେ, ଏବେ ସ୍ବାସ୍ଥ୍ୟ କ୍ଷେତ୍ରରେ ଆଉ ଏକ ମାଇଲଷ୍ଟୋନ ହାସଲ କରିଛି।ଆଜି ମୋ ସରକାରର ସମୀକ୍ଷା ବୈଠକରେ ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ
Read More...

ମୋ ସରକାରରେ ସାମିଲ ହେଲା ଅର୍ଥ, ବାଣିଜ୍ୟ ଓ ପୂର୍ତ୍ତ

ଭୁବନେଶ୍ୱର : ରାଜ୍ୟର ପ୍ରଶାସନିକ ବ୍ୟବସ୍ଥାକୁ ମୋ ସରକାର ଏକ ନୂଆ ମଡେଲ ଦେଇପାରିଛି ବୋଲି ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ କହିଛନ୍ତି । ଆଜି ମୋ ସରକାର ଉପକ୍ରମ ସଂପର୍କରେ ଏକ ସମୀକ୍ଷା ବୈଠକରେ ଅଧ୍ୟକ୍ଷତା କରି ମୁଖ୍ୟମନ୍ତ୍ରୀ ଶ୍ରୀ ପଟ୍ଟନାୟକ ଏହା କହିଛନ୍ତି । ବୈଠକରେ ସମସ୍ତ
Read More...

ଗଜପତି ଜିଲ୍ଲା ଶିକ୍ଷା ବିଭାଗର ମାସିକ ସମୀକ୍ଷା ବୈଠକ

ପାରଳାଖେମୁଣ୍ଡି: ଗଜପତି ଜିଲ୍ଲା ଶିକ୍ଷା ବିଭାଗର ଜିଲ୍ଲା ସ୍ତରୀୟ ସମୀକ୍ଷା ବୈଠକ ଜିଲ୍ଲାପାଳ ଲିଙ୍ଗରାଜ ପଣ୍ଡାଙ୍କ ଅଧ୍ୟକ୍ଷତାରେ ଜିଲ୍ଲାପାଳଙ୍କ ସମ୍ମିଳନୀ କକ୍ଷରେ ଅନୁଷ୍ଠିତ ହୋଇଯାଇଛି । ଏଥିରେ ଜିଲ୍ଲା ଶିକ୍ଷା ଅଧିକାରୀ ପ୍ରଦୋଶ କୁମାର ନାୟକ, ସମସ୍ତ ବ୍ଲକ ଶିକ୍ଷା ଅଧିକାରୀ,ସମସ୍ତ
Read More...

ବାଙ୍ଗଲାଦେଶରେ ହେବ ପ୍ରଥମ ଡିଜିଟାଲ୍‌ ଜନଗଣନା

ଢାକା : ବାଙ୍ଗଲାଦେଶରେ ପ୍ରଥମ ଥର ପାଇଁ ହେବ ଡିଜିଟାଲ ଜନଗଣନା । ଆସନ୍ତା ଜୁନ ୧୫ରୁ ୨୧ ତାରିଖ ମଧ୍ୟରେ ଏହି ଜନଗଣନା ହେବ । ଏହା ବାଂଲାଦେଶର ଷଷ୍ଠ ଜନଗଣନା । ଏଥିରେ ୩ ଲକ୍ଷ ୭୦ ହଜାର ଜନଗଣନାକାରୀ,୬୪ ହଜାର ପର୍ଯ୍ୟବେକ୍ଷକ ଓ ୪ ହଜାର ୫୦୦ ଅଫିସର ଅଂଶ ଗ୍ରହଣ କରିବେ । ଇତି ମଧ୍ୟରେ
Read More...

ଖଣି ଆଇନରେ ହେବ ସଂଶୋଧନ

ନୂଆଦିଲ୍ଲୀ : ଖଣି କ୍ଷେତ୍ରରେ ଅଭିବୃଦ୍ଧିକୁ ପୁଣି ଫେରାଇ ଆଣିବାକୁ ସରକାର ଉଦ୍ୟମ ଆରମ୍ଭ କରିଦେଇଛନ୍ତି କେନ୍ଦ୍ର ସରକାର । ଖଣିଜ ବ୍ଲକଗୁଡ଼ିକର ଏକ୍ସପ୍ଲୋରେସନ ବା ସନ୍ଧାନ କାର୍ଯ୍ୟ ପାଇଁ ପୂର୍ବରୁ ଆବଶ୍ୟକ ହେଉଥିବା ଜଙ୍ଗଲ ଅନୁମତି ବା ଫରେଷ୍ଟ କ୍ଲିୟରାନ୍ସ ନିୟମକୁ ପ୍ରତ୍ୟାହାର
Read More...

ଦେଶରେ ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା ୧୫୪୧୪

ନୂଆଦିଲ୍ଲୀ,୨୬/୫: ଦେଶରେ ଏବେ ସକ୍ର୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା ୧୫୧୪ରେ ପହଞ୍ଚିଛି । ଗୁରୁବାର ସକାଳ ୮ଟା ସୁଦ୍ଧା ସମଗ୍ର ଦେଶରେ ୨୪ ଘଣ୍ଟା ମଧ୍ୟରେ ୨,୬୨୮ କରୋନା ଜନିତ ନୂତନ ସଂକ୍ରମଣ ଓ ୧୮ ମୃତ୍ୟୁ ରେକର୍ଡ କରାଯାଇଛି । ୨୪ ଘଣ୍ଟାରେ ଚିହ୍ନଟ ହୋଇଥିବା ୨,୬୨୮ ନୂତନ ଆକ୍ରାନ୍ତଙ୍କୁ ମିଶାଇ
Read More...

ଶପଥ ନେଲେ ଦିଲ୍ଲୀର ନୂଆ ଉପରାଜ୍ୟପାଳ

ନୂଆଦିଲ୍ଲୀ,୨୬/୫ : ଦିଲ୍ଲୀର ନୂଆ ଉପରାଜ୍ୟପାଳ ଭାବେ ଆଜି ଶପଥ ଗ୍ରହଣ କରିଛନ୍ତି ବିନୟ କୁମାର ସାକ୍‌ସେନା । ଆଜି ରାଜ ନିବାସରେ ଆୟୋଜିତ ନିରାଡମ୍ବର ଉତ୍ସବରେ ଦିଲ୍ଲୀ ହାଇକୋର୍ଟର ମୁଖ୍ୟ ବିଚାରପତି ବିପିନ ସାଙ୍ଘି ତାଙ୍କୁ ପଦ ଓ ଗୋପନୀୟତାର ଶପଥ ପାଠ କରାଇଛନ୍ତି । ଦିଲ୍ଲୀର ଉପରାଜ୍ୟପାଳ
Read More...

ସୁବର୍ଣ୍ଣପୁରର ଶୀତଳଷଷ୍ଠୀ : ୪ରେ ଶିବ ବିବାହ, ୫ରେ ପ୍ରତ୍ୟାବର୍ତ୍ତନ ଶୋଭାଯାତ୍ରା

ସୁବର୍ଣ୍ଣପୁର : ବହୁ ପ୍ରତୀକ୍ଷିତ ସୁବର୍ଣ୍ଣପୁର ର ଶୀତଳଷଷ୍ଠୀ ଯାତ୍ରା ଚଳିତ ବର୍ଷ ଆସନ୍ତା ୨ ରୁ ୬ତାରିଖ ପର୍ଯ୍ୟନ୍ତ ଅତ୍ୟନ୍ତ ଆନନ୍ଦ ଉଲ୍ଲାସର ସହ ପାଳନ ହେବାପାଇଁ ସମସ୍ତ ପ୍ରସ୍ତୁତି ସରିଛି। ଏଥିପାଇଁ ଇଷ୍ଟଦେବ ବାବା ସୁବର୍ଣ୍ଣମେରୁ ଓ ଜଗତଜନନୀ ମାତା ପାର୍ବତୀଙ୍କ ବିବାହ ଉତ୍ସବ କୁ
Read More...

ନବରଙ୍ଗପୁର ମହାବିଦ୍ୟାଳୟରେ ଜିଲ୍ଲା ସ୍ତରୀୟ ପ୍ରତିଯୋଗିତା ଅନୁଷ୍ଠିତ

ନବରଙ୍ଗପୁର: ନବରଙ୍ଗପୁର ମହାବିଦ୍ୟାଳୟ ପରିସରରେ ଜିଲ୍ଳା ସ୍ୱାସ୍ଥ୍ୟ ସମିତି ତଥା ଅଣ ସଂକ୍ରାମକ ରୋଗ କକ୍ଷ ଆନୁକୂଲ୍ୟରେ ଓ ଜିଲ୍ଳା ଜାତୀୟ ସେବା ଯୋଜନାର ପ୍ରତ୍ୟକ୍ଷ ତତ୍ତ୍ୱାବଧାନରେ ବିଶ୍ୱ ତମାଖୁ ବର୍ଜନ ଦିବସ ଅବସରରେ ଜିଲ୍ଲା ସ୍ତରୀୟ ପ୍ରତିଯୋଗିତା ଅନୁଷ୍ଠିତ ହୋଇଯାଇଛି । ଏହି
Read More...