କୋହଲିଙ୍କ ରେକର୍ଡ ଭାଙ୍ଗିବା ଲକ୍ଷ୍ୟରେ ବୈଭବ, ପୁଣି ଖେଳିଲେ ଚମତ୍କାର ଇନିଂସ

ନୂଆଦିଲ୍ଲୀ: ଭାରତର ଯୁବ ବ୍ୟାଟିଂ ସେନସେସନ୍ ବୈଭବ ସୂର୍ଯ୍ୟବଂଶୀ ପୁଣି ଥରେ ତାଙ୍କ ବ୍ୟାଟ୍ ସହିତ ବିପର୍ଯ୍ୟୟ ସୃଷ୍ଟି କରିଛନ୍ତି। ଆଜି, ଡିସେମ୍ବର 16 ତାରିଖରେ, ଦୁବାଇରେ ଖେଳାଯାଉଥିବା ACC U-19 ଏସିଆ କପରେ, ବୈଭବ ମାଲେସିଆ ବିପକ୍ଷରେ ଚମତ୍କାର ପ୍ରଦର୍ଶନ କରିଥିଲେ। ସେ 25 ବଲ୍ ରେ 3
Read More...

ପଶ୍ଚିମବଙ୍ଗରେ ଏସଆଇଆର୍ ଛାଟ, ଭୋଟର ତାଲିକାରୁ ବାଦ୍ ପଡିଲା 58 ଲକ୍ଷଙ୍କ ନାମ

ନୂଆଦିଲ୍ଲୀ। ପଶ୍ଚିମବଙ୍ଗରେ ଆସନ୍ତା ବର୍ଷ ହେବାକୁ ଥିବା ବିଧାନସଭା ନିର୍ବାଚନ ପୂର୍ବରୁ, ନିର୍ବାଚନ କମିଶନ ମଙ୍ଗଳବାର ସକାଳେ ତାଙ୍କ ୱେବସାଇଟରେ ୨୦୨୬ ଡ୍ରାଫ୍ଟ ଭୋଟର ତାଲିକାରୁ ନାମ ବାଦ ଦିଆଯାଇଥିବା ଭୋଟରଙ୍କ ତାଲିକା ପ୍ରକାଶ କରିଛନ୍ତି। ଏହି ନାମଗୁଡ଼ିକ ୨୦୨୫ ଭୋଟର ତାଲିକାରେ ଥିଲେ
Read More...

ଏଣିକି ମନଇଚ୍ଛା ବାତିଲ ହୋଇପାରିବନି ଡିଏଲ୍‌, ଆର୍‌ସି

କଟକ: ରାଜ୍ୟର ଅନେକ ଆର୍‌ଟିଓ(ଆଞ୍ଚଳିକ ପରିବହନ କାର୍ଯ୍ୟାଳୟ) ପକ୍ଷରୁ ମୋଟର ଭେଇକିଲ୍ ଆଇନ ଉଲ୍ଲଂଘନ ହୋଇଥିବା ଦର୍ଶାଯାଇ ଗାଡ଼ି ମାଲିକଙ୍କ ଡିଏଲ୍ ବା ଗାଡ଼ିର ଆର୍‌ସିକୁ ବାତିଲ୍ କରି ଦିଆଯାଉଥିଲା । ଏହାର କୌଣସି ରେକର୍ଡ ରଖାଯାଉ ନ ଥିଲା । କିମ୍ବା ଗାଡ଼ି ମାଲିକଙ୍କୁ କାର୍ଯ୍ୟାନୁଷ୍ଠାନର
Read More...

ପୂର୍ବତନ ବିଧାୟକ ବିକ୍ରମ ପଣ୍ଡାଙ୍କ ଜାମିନ୍ ଆବେଦନ ଖାରଜ

ବ୍ରହ୍ମପୁର:ବହୁ ଚର୍ଚ୍ଚିତ ଆଇନଜୀବୀ ପୀତବାସ ପଣ୍ଡା ହତ୍ୟା ମାମଲା। ଘଟଣାରେ ପୂର୍ବତନ ବିଧାୟକ ବିକ୍ରମଙ୍କ ସମେତ ୫ ଅଭିଯୁକ୍ତଙ୍କ ଜାମିନ୍ ଖାରଜ ହୋଇଛି। ଅଭିଯୁକ୍ତ ମାନେ ହେଲେ ପୂର୍ବତନ ବିଧାୟକ ବିକ୍ରମ କୁମାର ପଣ୍ଡା, ପୂର୍ବତନ ମେୟର ଶିବ ଶଙ୍କର ଦାଶ ଓରଫ ପିଣ୍ଟୁ ,ଆଇନଜୀବୀ ମଦନ ମୋହନ
Read More...

ଘନ କୁହୁଡି ପାଇଁ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା; ୪ ମୃତ ୨୫ ଆହତ

ଘନ କୁହୁଡି ପାଇଁ ଉତ୍ତରପ୍ରଦେଶରେ ବସ୍‌ରେ ଅଗ୍ନିକାଣ୍ଡ ଘଟିଛି । ଫଳରେ ଚାରି ଜଣଙ୍କର ମୃତ୍ୟୁ ହୋଇଥିବା ବେଳର ୨୫ ଜଣ ଆହତ ହୋଇଥିବା ସୂଚନା ରହିଛି । ଉତ୍ତରପ୍ରଦେଶର ଯମୁନା ଏକ୍ସପ୍ରେସୱେର ମଥୁରାରେ ଆଜି ସକାଳେ ଘନ କୁହୁଡି ପାଇଁ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି । ଦୁର୍ଘଟଣାରେ ୪ଜଣ
Read More...

45 ହଜାର ଦେଇ କିଣିଥିଲେ ଟିକେଟ୍, ମିଳିଲାନି ମେସିଙ୍କ ଝଲକ୍ ; ରାଗିଲେ ପ୍ରଶଂସକ, ଫିଙ୍ଗିଲେ ଚେୟାର ଓ ବୋତଲ

ନୂଆଦିଲ୍ଲୀ। ଲିଓନେଲ୍ ମେସି ବର୍ତ୍ତମାନ ଭାରତ ଗସ୍ତରେ ଅଛନ୍ତି, କୋଲକାତାରୁ ତାଙ୍କର ଗସ୍ତ ଆରମ୍ଭ କରିଛନ୍ତି। ଗତକାଲି ରାତିରୁ ପ୍ରଶଂସକମାନେ କୋଲକାତା ବିମାନବନ୍ଦରରେ ଭିଡ଼ ଜମାଇଥିଲେ, ସେମାନଙ୍କ ତାରକାଙ୍କ ଝଲକ ପାଇବା ପାଇଁ। ମେସିଙ୍କର ସଲ୍ଟ ଲେକ୍ ଷ୍ଟାଡିୟମରେ ମଧ୍ୟ ଏକ କାର୍ଯ୍ୟକ୍ରମ
Read More...

ଓଡ଼ିଶାରେ ଶୀତ ଲହରି ଜାରି , ବିଭିନ୍ନ ସ୍ଥାନରେ ତୁଷାରପାତ

ଭୁବନେଶ୍ବର: ଓଡ଼ିଶାରେ ଶୀତ ଲହରି ଜାରି ରହିଛି। ବିଭିନ୍ନ ସ୍ଥାନରେ ତୁଷାରପାତ ହେଉଥିବାର ଖବର ମିଳିଛି। ଘୁ.ଉଦୟଗିରି ଅଞ୍ଚଳରେ ଦ୍ୱିତୀୟ ଦିନ ପୁଣି ୩.୧ ଡିଗ୍ରି ତାପମାତ୍ରା ରେକର୍ଡ଼ କରାଯାଇଛି।ଏଣେ ଥଣ୍ଡା ଯୋଗୁ ଜନଜୀବନ ଅସ୍ତବ୍ୟସ୍ତ। ଉପକୂଳରୁ ପଶ୍ଚିମ, ଉତ୍ତରରୁ ଦକ୍ଷିଣ ଓଡ଼ିଶା ସବୁଆଡେ
Read More...

କୋଲକତାରେ ଲିଓନେଲ୍ ମେସିଙ୍କ ୭୦ ଫୁଟ ପ୍ରତିମୂର୍ତ୍ତି ଉନ୍ମୋଚନ

କୋଲକତା : ବିଶ୍ବର ତାରକା ଫୁଟବଲ୍ ଖେଳାଳି ଲିଓନେଲ୍ ମେସିଙ୍କ ୭୦ ଫୁଟ ଉଚ୍ଚ ପ୍ରତିମୂର୍ତ୍ତିକୁ ଭର୍ଚୁଆଲ୍ ରେ ଉନ୍ମୋଚନ କଲେ ମେସି । କଲକାତା ଲେକ୍ ଟାଉନ୍ ସ୍ଥିତ ଶ୍ରୀଭୂମି ସ୍ପୋର୍ଟିଂ କ୍ଲବରେ ନିଜ ୭୦ ଫୁଟ ଉଚ୍ଚ ପ୍ରତିମୂର୍ତ୍ତିକୁ ଭର୍ଚୁଆଲ୍ ରେ ଉନ୍ମୋଚନ କରିଛନ୍ତି ମେସି । ମେସି
Read More...

ସଂସଦ ଆକ୍ରମଣକୁ ୨୪ବର୍ଷ ପୁରିଲା

ନୂଆଦିଲ୍ଲୀ: ସଂସଦ ଉପରେ ଆକ୍ରମଣକୁ ଆଜି ପୂରିଲା ୨୪ ବର୍ଷ । ଏ ଅବସରରେ ସଂସଦ ଭବନରେ ଆୟୋଜିତ ସ୍ବତନ୍ତ୍ର କାର୍ଯ୍ୟକ୍ରମରେ ସହିଦଙ୍କୁ ଶ୍ରଦ୍ଧାଞ୍ଜଳି ଦେଇଛନ୍ତି ପ୍ରଧାନମନ୍ତ୍ରୀ ମୋଦୀ । ଅନ୍ୟ ବରିଷ୍ଠ ସାଂସଦ ମଧ୍ୟ ଉପସ୍ଥିତ ରହି ସଂସଦ ଆକ୍ରମଣରେ ସହିଦଙ୍କ ସ୍ମୃତିଚାରଣ କରାଯାଇଛି । PM
Read More...

ରାମଚଣ୍ଡୀରେ ‘ଓଡ଼ିଶା ୱାଟରମ୍ୟାନସିପ୍ ଏବଂ ଲାଇଫଗାର୍ଡ ପ୍ରତିଷ୍ଠାନ’ ର ଉଦ୍‌ଘାଟନ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର-ଓଡ଼ିଶାର ଉପକୂଳ ସୁରକ୍ଷା, ଜଳ ଦକ୍ଷତା (ୱାଟରମ୍ୟାନସିପ୍) ଏବଂ ଜରୁରୀକାଳୀନ ପ୍ରତିକ୍ରିୟା କ୍ଷମତାକୁ ସୁଦୃଢ଼ କରିବା ଦିଗରେ ଏକ ବଡ଼ ମାଇଲଖୁଣ୍ଟ ସ୍ଥାପନ କରି, ଆଜି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ କୋଣାର୍କ ନିକଟସ୍ଥ ରାମଚଣ୍ଡୀଠାରେ ଓଡ଼ିଶା ୱାଟରମ୍ୟାନସିପ୍ ଏବଂ ଲାଇଫଗାର୍ଡ
Read More...