ବ୍ରଜରାଜନଗର ପାଇଁ ବିଜେଡିର ପ୍ରାର୍ଥୀ ଘୋଷଣା
ଭୁବନେଶ୍ୱର : ଅନେକ କଳ୍ପନା ଜଳ୍ପନାର ଅନ୍ତ । ବ୍ରଜରାଜନଗର ପାଇଁ ପ୍ରାର୍ଥୀ ଘୋଷଣା କରିଛି ବିଜେଡି । ଅଳକା ମହାନ୍ତିଙ୍କ ପ୍ରାର୍ଥୀତ୍ୱ ଉପରେ ମୋହର ମାରିଲେ ବିଜେଡି ସୁପ୍ରିମେ ନବୀନ ପଟ୍ଟନାୟକ । ବ୍ରଜରାଜନଗରର ଦିବଂଗତ ବିଧାୟକ କିଶୋର ମହାନ୍ତିଙ୍କ ପତ୍ନୀ ଅଳକା ମହାନ୍ତିଙ୍କୁ ପ୍ରାର୍ଥୀ!-->…
Read More...
Read More...