ଯମୁନା ଘାଟିରେ ଖସିଲା ବସ,୨୨ ମୃତ
ଡେରାଡୁନ : ଉତ୍ତର କାଶୀରେ ଆଜି ଏକ ବସ୍ ଦୁର୍ଘଟଣାରେ ୨୨ ଜଣଙ୍କର ମୃତ୍ୟୁ ହୋଇଛି । ୪୦ ଜଣ ଯାତ୍ରୀଙ୍କୁ ନେଇ ୟମୁନୋତ୍ରୀ ଯାଉଥିବା ବସଟି ୨୦୦ ମିଟର ତଳକୁ ଖସିପଡିବାରୁ ବସରେ ଥିବା ଯାତ୍ରୀମାନଙ୍କ ମଧ୍ୟରୁ ୨୨ ଜଣଙ୍କର ମୃତ୍ୟୁ ହୋଇଛି । ଏନଡିଆରଏଫ ଯବାନଙ୍କ ସହାୟତାରେ ଉଦ୍ଧାର କାର୍ଯ୍ୟ!-->…
Read More...
Read More...