ଶ୍ରୀମନ୍ଦିର ମାମଲା: ରାୟ ସଂରକ୍ଷିତ ରଖିଲେ ସୁପ୍ରିମକୋର୍ଟ
ନୂଆଦିଲ୍ଲୀ: ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପକୁ ନେଇ ଓଡ଼ିଶାରେ ରାଜନୀତି ଜୋର ଧରିଥିବାବେଳେ ଆଜି ସୁପ୍ରିମକୋର୍ଟରେ ଏହି ମାମଲାର ଶୁଣାଣି ହୋଇଛି । ତେବେ ମାନ୍ୟବର ସୁପ୍ରିମକୋର୍ଟ ରାୟକୁ ସଂରକ୍ଷିତ ରଖିଛନ୍ତି ।
ଉଭୟ ପକ୍ଷର ଯୁକ୍ତିକୁ ଶୁଣିବା ପରେ କୋର୍ଟ ଆସନ୍ତାକାଲି ଯାଏଁ!-->!-->!-->…
Read More...
Read More...