ଶ୍ରୀଜଗନ୍ନାଥ ମହାପ୍ରଭୁଙ୍କ ବିବାହ ଉତ୍ସବ
ପୁରୀ : ଶନିବାର ଶ୍ରୀମନ୍ଦିରରେ ପାଳିତ ହୋଇଛି ଶ୍ରୀଜଗନ୍ନାଥ ମହାପ୍ରଭୁଙ୍କ ବିବାହ ଓ ରୁକ୍ମଣୀ ହରଣ ଏକାଦଶୀ । ସେଥିପାଇଁ ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ବିଶେଷ ନୀତି ପାଳିତ ହୋଇଛି । ସକାଳ ଧୂପ ପୂଜା ବସିବା ସମୟରେ ଦକ୍ଷିଣୀ ଘରେ ମଦନମୋହନଙ୍କ ବେଶ ଅନୁଷ୍ଠିତ ହୋଇଥିଲା । ପରେ ମଦନମୋହନ ରତ୍ନ!-->…
Read More...
Read More...