ଏସିଆ କପ୍ : ଭାରତୀୟ ଦଳରେ ୪ ଓଡିଆ
ନୂଆଦିଲ୍ଲୀ: ଓଡ଼ିଶାବାସୀ ତଥା ରାଜ୍ୟର କ୍ରୀଡ଼ାପ୍ରେମୀଙ୍କ ପାଇଁ ଖୁସି ଖବର । ଆସନ୍ତା ୨୩ରୁ ଆରମ୍ଭ ହେବାକୁ ଯାଉଥିବା ପୁରୁଷ ଏସିଆ କପ ହକି ପାଇଁ ଆଜି ଘୋଷଣା ହୋଇଛି ଭାରତୀୟ ଦଳ । ହକି ଇଣ୍ଡିଆ ପକ୍ଷରୁ ଘୋଷିତ ୨୦ ଜଣିଆ ଭାରତୀୟ ଦଳରେ ଓଡିଶାର ୪ ଜଣ ଖେଳାଳି ସ୍ଥାନ ପାଇଛନ୍ତି । ଏସିଆ କପ!-->…
Read More...
Read More...