ବିଧବା ମହିଳାଙ୍କୁ ବିଭତ୍ସ ହତ୍ୟା

ଦଶପଲ୍ଲା : ନୟାଗଡ଼ ଜିଲ୍ଲା ଦଶପଲ୍ଲା ବ୍ଲକ୍‌ ବାଣୀଗୋଛା ଥାନା ଅନ୍ତର୍ଗତ ଦୁଡା ଗ୍ରାମପାୟତର ଜୁରାଗଣ୍ଡା ଗ୍ରାମରେ ଗତକାଲି ରାତିରେ ଘଟିଯାଇଛି ଏକ ବିଭତ୍ସ ହତ୍ୟାକାଣ୍ଡ । ପ୍ରାପ୍ତ ସୂଚନା ଅନୁସାରେ ସେହିଗ୍ରାମର ଦହନ ନାମକ ଜଣେ ବ୍ୟକ୍ତି, ତାଙ୍କୁ ପଡୋଶୀ ବିଧବା ମହିଳା, ବିମଳା ମଳିକ
Read More...

ମୁମ୍ବାଇ ବିପକ୍ଷ ମ୍ୟାଚ୍‌ ପୂର୍ବରୁ ଚେନ୍ନାଇ ଟିମରେ ନୂଆ ଖେଳାଳିଙ୍କ ଏଣ୍ଟ୍ରି

ମୁମ୍ବାଇ: ମୁମ୍ବାଇ ଇଣ୍ଡିଆନ୍ସ ବିପକ୍ଷ ମ୍ୟାଚ୍‌ ପୂର୍ବରୁ ଚେନ୍ନାଇ ସୁପର କିଙ୍ଗ୍ସର ଏକ ନୂଆ ଖେଳାଳି ପ୍ରବେଶ କରିଛନ୍ତି । ନ୍ୟୁଜିଲ୍ୟାଣ୍ଡର ଦ୍ରୁତ ବୋଲର ଆଡାମ ମିଲନେଙ୍କ ଆଘାତ ପରେ ମାଥିଶା ପାଥିରାନାଙ୍କୁ ତାଙ୍କ ଦଳରେ ସିଏସକେ ଅନ୍ତର୍ଭୁକ୍ତ କରିଛି । କୋଲକାତା ନାଇଟ୍‌ ରାଇଡର୍ସ
Read More...

୨୮ଟି ସ୍ଥାୟୀ ପୋଲିସ ଆଉଟପୋଷ୍ଟକୁ ମଞ୍ଜୁରୀ

ଭୁବନେଶ୍ୱର ୨୧।୦୪ : ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ରାଜ୍ୟ ପୋଲିସରେ ୨୮ଟି ସ୍ଥାୟୀ ପୋଲିସ ଆଉଟପୋଷ୍ଟ ପାଇଁ ୨୮ଟି ସବ୍‌ଇନ୍‌ସପେକ୍ଟର ଓ ୧୬୮ଟି କନେଷ୍ଟବଳ ପଦବୀ ମଞ୍ଜୁର କରିଛନ୍ତି। ପୋଲିସ ବିଭାଗର ଅନ୍ୟାନ୍ୟ ପଦବୀ ଗୁଡିକର ପୁନଃ-ବଣ୍ଟନ ଦ୍ବାରା ଏହି ପଦବୀ ଗୁଡିକ ସୃଷ୍ଟି କରାଯାଇଛି।
Read More...

ବ୍ଲକସ୍ତରୀୟ ମେଗା ସ୍ୱାସ୍ଥ୍ୟ ଶିବିର

ପାଟଣାଗଡ଼,୨୧/୪- ପାଟଣାଗଡ଼ ଉପଖଣ୍ଡ ବେଲପଡ଼ା ସ୍ଥାନୀୟ ଗୋଷ୍ଠି ସ୍ୱାସ୍ଥ୍ୟ କେନ୍ଦ୍ର ପରିସରରେ ଆୟୁଷ୍ମାନ ଭାରତ ବ୍ଲକସ୍ତରୀୟ ମେଗା ସ୍ୱାସ୍ଥ୍ୟ ଶିବିର ଅନୁଷ୍ଠିତ ହୋଇଯାଇଛି । ମେଡିକାଲ ଅଫିସର ଡା. ରବିନ୍ଦ୍ର ମେହେରଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ କାର୍ଯ୍ୟକ୍ରମରେ ମୁଖ୍ୟଅତିଥି ଭାବେ
Read More...

ଜାଣନ୍ତୁ ପ୍ରିୟଙ୍କା ଚୋପ୍ରାଙ୍କ ଝିଅର ନାମ

ଗତ ଜାନୁଆରୀରେ ପ୍ରିୟଙ୍କା ଚୋପ୍ରା ଏବଂ ନିକ ଜୋନାସ୍‌ ପିତାମାତା ହୋଇଥିଲେ । ପ୍ରିୟଙ୍କା ଏପର୍ଯ୍ୟନ୍ତ ତାଙ୍କ ଝିଅର ନାମ ପ୍ରକାଶ କରିନାହାଁନ୍ତି । ଯଦିଓ ରିପୋର୍ଟ ଅନୁଯାୟୀ, ତାଙ୍କ ଝିଅର ନାମ ମାଲତୀ ମାରି ବୋଲି କୁହାଯାଉଛି । ପ୍ରିୟଙ୍କା ସରୋଗେସି ମାଧ୍ୟମରେ ମାଆ ହୋଇଥିଲେ । ଖବର ମୁତାବକ
Read More...

ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶରେ ୫-ଟି ସଚିବଙ୍କ କଟକ ଚଣ୍ଡି ମନ୍ଦିର ପରିଦର୍ଶନ

ଭୁବନେଶ୍ୱର:ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକଙ୍କ ନିର୍ଦ୍ଦେଶକ୍ରମେ ମୁଖ୍ୟମନ୍ତ୍ରୀଙ୍କ ସଚିବ5T ଶ୍ରୀ ଭି.କେ. ପାଣ୍ଡିଆନ ଆଜି ପ୍ରତ୍ୟୁଷରେ କଟକ ଚଣ୍ଡୀ ମନ୍ଦିର ପରିଦର୍ଶନ କରିଛନ୍ତି। ଏହି ଅବସରରେ ସେ ମାଆଙ୍କ ଦର୍ଶନ କରିବା ସହିତ ମନ୍ଦିରର ବିଭିନ୍ନ ଉନ୍ନୟନମୂଳକ କାମ ସଂପର୍କରେ
Read More...

ରାଜ୍ୟସଭା ସାଂସଦ ପଦରୁ ଇସ୍ତଫା ଦେଲେ ସୁବାସ ସିଂ

ଭୁବନେଶ୍ୱର: ରାଜ୍ୟସଭା ସାଂସଦ ପଦରୁ ଇସ୍ତଫା ଦେଲେ ସୁବାସ ସିଂ । କଟକ ମେୟର ହେବା ପରେ ସାଂସଦ ପଦରୁ ଦେଲେ ଇସ୍ତଫା । କହିଲେ, ମୁଁ ଗୋଟିଏ ପଦବୀରେ ରହି କାମ କରିବି । କଟକର ମେୟର ଭାବରେ ରହି କାମ କରିବି । ରାଜ୍ୟସଭା ସାଂସଦ ପଦବିରେ ରହି ଗତ ଦୁଇବର୍ଷ ମଧ୍ୟରେ ଓଡିଶାର ଅନେକ
Read More...

ଆଜିଠାରୁ ଅନୁଷ୍ଠିତ ହେବ କୁଆଁରିଆ ମହୋତ୍ସବ – ୨୦୨୨

ଦଶପଲ୍ଲା,୨୧/୪: - ଆଜିଠାରୁ ଅର୍ଥାତ୍‌ ୨୧ ତାରିଖ ଠାରୁ ୨୩ ତାରିଖ ୩ ଦିନ ଧରି ଦଶପଲ୍ଲାରେ ଅନୁଷ୍ଠିତ ହେବ କୁଆଁରିଆ ମହୋତ୍ସବ - ୨୦୨୨ । ମହୋତ୍ସବ କମିଟି ପକ୍ଷରୁ ବିଭିନ୍ନ ପ୍ରକାର ପ୍ରସ୍ତୁତି ଶେଷ ହୋଇଛି । ଏହି ମହୋତ୍ସବରେ କଳାହାଣ୍ଡିର ଘୁମୁରା ନୃତ୍ୟଠାରୁ ଆରମ୍ଭକରି କେନ୍ଦ୍ରାପଡ଼ାର
Read More...

ଦଶପଲ୍ଲାରେ ପୁଣି ସକ୍ରିୟ ହେଲେ ଲୁଟେରା, ମହିଳାଙ୍କ ବେକରୁ ସୁନା ଚେନ୍‌ ଲୁଟ୍‌

ଦଶପଲ୍ଲା,୨୧/୪: କରୋନା କଟକଣା ଯୋଗୁଁ ୨ ବର୍ଷର ବ୍ୟବଧାନ ପରେ ଭାରତ ପ୍ରସିଦ୍ଧ ଲଙ୍କାପୋଡ଼ି ଯାତ୍ରା ଅନୁଷ୍ଠିତ ହେଉଥିବାବେଳେ ଲୋକଙ୍କ ମଧ୍ୟରେ ଉତ୍ସାହ ଓ ଉଦ୍ଦିପନା ଲାଗିରହିଛି । ଏହି ଜନଗହଳିର ସୁଯୋଗ ନେଇ କିଛି ଦୁର୍ବୃତ୍ତ ଲୁଟ୍‌ପାଟ୍‌ କରିଥିବା ଜଣାପଡ଼ିଛି । ଯାହାକି ସ୍ଥାନୀୟ ମହାନ୍ତି
Read More...

ପାଟଣାଗଡ଼ ଏନ୍‌ଏସିର ପ୍ରଥମ ବୈଠକ, ସହର ସମସ୍ୟା ସମାଧାନ ପାଇଁ ପଦକ୍ଷେପ ଗ୍ରହଣ ନେଇ ଆଲୋଚନା

ପାଟଣାଗଡ଼,୨୧/୪- ପାଟଣାଗଡ଼ ଏନ୍‌ଏସି କାର୍ଯ୍ୟାଳୟ ସଭାଗୃହ ଠାରେ ନବ ନିର୍ବାଚିତ କାଉନସିଲର ମାନଙ୍କୁ ନେଇ ପ୍ରଥମ କାଉନସିଲ ବୈଠକ ଅନୁଷ୍ଠିତ ହୋଇଯାଇଛି । ଏନ୍‌ଏସି ଅଧ୍ୟକ୍ଷା ମାନସୀ ବିଶ୍ୱାଳଙ୍କ ସଭାପତିତ୍ୱରେ ଅନୁଷ୍ଠିତ ପ୍ରଥମ ଅଧିବେଶନରେ ପାଟଣାଗଡ଼ ବିଧାୟକ ସରୋଜ କୁମାର ମେହେର
Read More...