ଖପ୍ରାଖୋଲରେ ବ୍ଲକସ୍ତରୀୟ ମେଗା ସ୍ୱାସ୍ଥ୍ୟ ଶିବିର,୮୪୦ ଜଣ ରୋଗୀ ଚିକିତ୍ସିତ
ପାଟଣାଗଡ଼: ପାଟଣାଗଡ଼ ଉପଖଣ୍ଡ ଖପ୍ରାଖୋଲ ସ୍ଥାନୀୟ ଗୋଷ୍ଠି ସ୍ୱାସ୍ଥ୍ୟ କେନ୍ଦ୍ର ପରିସରରେ ଆୟୁଷ୍ମାନ ଭାରତ ବ୍ଲକ ସ୍ତରୀୟ ମେଗା ସ୍ୱାସ୍ଥ୍ୟ ଶିବିର ବୁଧବାର ଅନୁଷ୍ଠିତ ହୋଇଯାଇଛି । ମେଡିକାଲ ଅଫିସର ଡା. ସୁରଜ କୁମାର ଦୀପଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ କାର୍ଯ୍ୟକ୍ରମରେ ବ୍ଲକ ଅଧକ୍ଷା!-->…
Read More...
Read More...