ଆରପାରିରେ ପ୍ରଖ୍ୟାତ ଫିଲ୍ମ ନିର୍ଦ୍ଦେଶକ ଟି.ରାମାରାଓ

ମୁମ୍ବାଇ,୨୦/୪: ବଲିଉଡ ଜଗତର ପ୍ରଖ୍ୟାତ ସିନେ ନିର୍ଦ୍ଦେଶକ ଟି ରାମାରାଓଙ୍କ ପରଲୋକ ହୋଇଯାଇଛି । ଚେନ୍ନାଇ ସ୍ଥିତ ଏକ ହସ୍ପିଟାଲରେ ତାଙ୍କର ଦେହାନ୍ତ ହୋଇଛି । ଏନେଇ ଅଭିନେତା ଅନୁପମ ଖେର ଟ୍ୱିଟ ଯୋଗେ ସୂଚନା ଦେଇଛନ୍ତି । ମୃତ୍ୟୁ ବେଳକୁ ତାଙ୍କୁ ୮୪ ବର୍ଷ ହୋଇଥିବା ବେଳେ ବୟସାଧିକ୍ୟ
Read More...

ଜାଣନ୍ତୁ,ଦୋଷ ମାନି କ’ଣ କହିଲେ ଶ୍ରୀଲଙ୍କା ରାଷ୍ଟ୍ରପତି

କଲମ୍ବୋ,୨୦/୪ : ଦେଶରେ ଆଜି ଯେଉଁ ଭୟଙ୍କର ଆର୍ଥିକ ଓ ରାଜନୈତିକ ସଙ୍କଟ ଦେଖାଦେଇଛି,ସେଥିପାଇଁ କେବଳ ସରକାର ହିଁ ଦାୟୀ । ସରକାରଙ୍କ ଦୂରଦୃଷ୍ଟିର ଅଭାବ ଏବଂ ଭୁଲ ନୀତି ଯୋଗୁ ଦେଶ ଦେବାଳିଆ ସ୍ଥିତିକୁ ଚାଲିଯାଇଛି । ଏହି ଭୁଲକୁ ଆମେ ମୁଣ୍ଡପାତି ସ୍ୱୀକାର କରୁଛୁ । ପ୍ରଥମ ଥର ପାଇଁ
Read More...

ହରଭଙ୍ଗା କଲେଜରେ ଛାତ୍ରୀ ଆତ୍ମରକ୍ଷା ପ୍ରଶିକ୍ଷଣ ତାଲିମ ଶିବିର ଉଦଯାପିତ

ହରଭଙ୍ଗା: ବୌଦ୍ଧ ହରଭଙ୍ଗା ବ୍ଲକ ଜିଲ୍ଲା ଆଞ୍ଚଳିକ ପଞ୍ଚାୟତ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ହରଭଙ୍ଗାରେ ଅପ୍ରେଲ ୮ରୁ ୧୬ ତାରିଖ ପର୍ଯ୍ୟନ୍ତ ଚାଲିଥିବା ହରଭଙ୍ଗା କଲେଜରେ ଛାତ୍ରୀ ଆତ୍ମରକ୍ଷା ପ୍ରଶିକ୍ଷଣ ତାଲିମ ଶିବିର ବରିଷ୍ଠ ଅଧ୍ୟାପକ ସୁଦାମ ଚରଣ ପୃଷ୍ଟିଙ୍କ ଅଧ୍ୟକ୍ଷତାରେ ଉଦଯାପିତ
Read More...

ଏହି ଦୁଇ ଦେଶର ଖେଳାଳିଙ୍କୁ ବ୍ୟାନ କଲା ୱିମ୍ବଲଡନ୍‌

ଲଣ୍ଡନ: ବିଶ୍ୱ ଟେନିସର ଦୁଇ ନମ୍ବର ଖେଳାଳି ଡାନିଏଲ ମେଦଭେଦେଭଙ୍କୁ ଚଳିତ ବର୍ଷ ୱିମ୍ବଲଡନ ଟୁର୍ଣ୍ଣାମେଣ୍ଟରେ ଦେଖିବାକୁ ମିଳିବ ନାହିଁ । ରୁଷ ଓ ବେଲାରୁଷ ଖେଳାଳିଙ୍କ ଉପରେ ପ୍ରତିବନ୍ଧକ ଲଗାଇଛି ୱିମ୍ବଲଡନ୍‌ । ଏହି ଦୁଇ ଦେଶର ଖେଳାଳି ଟୁର୍ଣ୍ଣାମେଣ୍ଟରେ ଭାଗ ନେଇ ପାରିବେ ନାହିଁ । ରୁଷ
Read More...

ପୁରୀ ସାଂସଦଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ଦାବି, ରାଷ୍ଟ୍ରପତିଙ୍କୁ ପତ୍ର ଲେଖିଲେ ପୁରୀ ନିବାସୀ

ପୁରୀ : ପୁରୀ ଏମପି ପିନାକୀ ମିଶ୍ରଙ୍କ ବିରୋଧରେ କାର୍ଯ୍ୟନୁଷ୍ଠାନ ଦାବି ନେଇ ରାଷ୍ଟ୍ରପତିଙ୍କୁ ଅଭିଯୋଗ ପତ୍ର ଲେଖିଛନ୍ତି ପୁରୀର ବଳିଆପଣ୍ଡା ନିବାସୀ ସରୋଜ କୁମାର ମିଶ୍ର । ଉକ୍ତ ଚିଠିରେ ସେ ଦର୍ଶାଇଛନ୍ତି ସଂସଦରେ ଯେଭଳି ପୁରୀ ଏମପି ପିନାକୀ ମିଶ୍ର ଶ୍ରୀମନ୍ଦିର ପରିକ୍ରମା ମାର୍ଗ
Read More...

ଗଜପତି: ୮୪ ଶିକ୍ଷକ/ଶିକ୍ଷୟିତ୍ରୀଙ୍କୁ ନେତୃତ୍ୱ ବିକାଶ ଓ ଡିଜିଟାଲ କୌଶଳ ଭିତ୍ତିକ ତାଲିମ ପ୍ରଦାନ

ପାରଳାଖେମୁଣ୍ଡି । ଆଜିଠାରୁ ଆସନ୍ତା ୨୫ ତାରିଖ ଯାଏଁ ୫ ଦିନିଆ ତାଲିମ ଶିବିର ସ୍ଥାନୀୟ ମହାରାଜାଙ୍କ ବାଳକ ଉଚ୍ଚ ବିଦ୍ୟାଳୟ ପରିସରରେ ଓସେପା ଆନୁକୂଲ୍ୟରେ ଆୟୋଜନ କରାଯାଇଅଛି । ଆଜିର ପ୍ରାରମ୍ଭିକ ପର୍ଯ୍ୟାୟରେ ଜିଲ୍ଲା ଶିକ୍ଷାଧିକାରୀ ପ୍ରଦୋଷ କୁମାର ନାୟକ ମୁଖ୍ୟ ଅତିଥି ଭାବେ ଯୋଗ ଦେଇ
Read More...

ଜିଲ୍ଲା ଆଇନସେବା ପ୍ରାଧିକରଣ ତରଫରୁ ସଚେତନତା କାର୍ଯ୍ୟକ୍ରମ

ବୌଦ୍ଧ,୨୦/୪- ଜିଲ୍ଲା ଆଇନସେବା ପ୍ରାଧିକରଣ ବୌଦ୍ଧ ଦ୍ୱାରା ଉଚ୍ଚ ପ୍ରାଥମିକ ବିଦ୍ୟାଳୟ, ଆମଠାପଡା ଠାରେ ଆମ ସରକାରଙ୍କ ଦ୍ୱାରା କୋଭିଡ ରୋଗରେ ଶିକାର ହୋଇଥିବା ପୀଡିତ/ପୀଡିତା ମାନଙ୍କ ପରିବାର ଲୋକମାନଙ୍କ ପାଇଁ ବିଭିନ୍ନ କ୍ଷତିପୂରଣ ବ୍ୟବସ୍ଥା ଏବଂ ଅନ୍ୟାନ୍ୟ ସାହାଯ୍ୟ ଉପରେ ଏକ ସଚେତନତା
Read More...

ଭୁଲିଆ ବନ୍ଦ ଗ୍ରାମରେ ସୁନ୍ଦରାକାଣ୍ଡ ପାରାୟଣ ଅନୁଷ୍ଠିତ

ପାଟଣାଗଡ଼,୨୦/୪- ବଲାଙ୍ଗୀର ଜିଲ୍ଲା ବେଲାପଡା ବ୍ଲକ ଅନ୍ତର୍ଗତ ଯୁବା ପଞ୍ଚାୟତ ଭୂଲିିଆ ବନ୍ଦ ଗ୍ରାମରେ ଆଜି ସୁନ୍ଦରାକାଣ୍ଡ ପାରାୟଣ ଅନୁଷ୍ଠିତ ହୋଇଥିଲା । ଆଖ ପାଖର ଭକ୍ତମାନେ ଉପସ୍ଥିତ ରହି ବହୁତ ଖୁସି ଆନନ୍ଦ ଅନୁଭବ କରିବା ସହିତ ସମସ୍ତ ଶ୍ରଦ୍ଧାଳୁମାନଙ୍କ ସମେତ ମହିଳାମାନେ ନାଚି
Read More...

ବୌଦ୍ଧ ଜିଲ୍ଲା ବିଜେପି ତରଫରୁ ସାମାଜିକ ନ୍ୟାୟିକ ପକ୍ଷର ଉଦଯାପନୀ ଦିବସ ପାଳିତ

ବୌଦ୍ଧ,୨୦/୪- ଭାରତୀୟ ଜନତା ପାର୍ଟି ବୌଦ୍ଧ ଜିଲ୍ଲା ତରଫରୁ ୧୦ ଗୋଟି ମଣ୍ଡଳ ଓ ଜିଲ୍ଲା ସ୍ତରୀୟ , ବୁଥ ସ୍ତରୀୟ ସାମାଜିକ ନ୍ୟାୟିକ ପକ୍ଷ ଗତ ୬ ତାରିଖରୁ ଆରମ୍ଭ ହୋଇ ଆଜି ଉଦ୍‌ଯାପିତ ହୋଇଯାଇଛି । ପ୍ରତ୍ୟେକ ଦିନ ନିର୍ଦ୍ଧାରିତ କାର୍ଯ୍ୟସୂଚୀ ଅନୁଯାୟୀ ସମସ୍ତ କାର୍ଯ୍ୟକ୍ରମ ମହାସମାରୋହରେ
Read More...

ଦିଲ୍ଲୀ କ୍ୟାପିଟାଲ୍ସର ଆଉ ଜଣେ ଖେଳାଳି ହେଲେ କରୋନା ଆକ୍ରାନ୍ତ

ମୁମ୍ବାଇ : ଆଇପିଏଲ ଫ୍ରାଞ୍ଜାଇଜ ଦିଲ୍ଲୀ କ୍ୟାପିଟାଲ୍ସକୁ ଆଉ ଏକ ଝଟକା ଲାଗିଛି । ଆଜି ସଂଧ୍ୟାରେ ପଞ୍ଜାବ ବିପକ୍ଷ ମ୍ୟାଚ ପୂର୍ବରୁ ଦଳକୁ ଏହି ଝଟକା ଲାଗିଛି । ଦଳର ଷ୍ଟାର ଉଇକେଟ କିପର ବ୍ୟାଟ୍ସମାନ ଟିମ୍‌ ସାଇଫର୍ଟ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି । ପୂର୍ବରୁ ମିଚେଲ ମାର୍ଶ କରୋନାରେ
Read More...