କେନ୍ଦ୍ର ସରକାରଙ୍କୁ ୩୦ ହଜାର କୋଟିର ବଳକା ଅର୍ଥ ଦେବ ରିଜର୍ଭ ବ୍ୟାଙ୍କ
ମୁମ୍ବାଇ : ୨୦୨୧-୨୨ ଆର୍ଥିକ ବର୍ଷ ପାଇଁ ରିଜର୍ଭ ବ୍ୟାଙ୍କ ନିଜର ବଳକା ପାଣ୍ଠିରୁ ୩୦,୩୦୭ କୋଟି ଟଙ୍କା କେନ୍ଦ୍ର ସରକାରଙ୍କୁ ପ୍ରଦାନ କରିବ । ଏ ନେଇ ରିଜର୍ଭ ବ୍ୟାଙ୍କର କେନ୍ଦ୍ରୀୟ ବୋର୍ଡ ଅଫ ଡାଇରେକ୍ଟର୍ସ ବୈଠକରେ ନିଷ୍ପତ୍ତି ନିଆଯାଇଛି । ଗଭର୍ଣ୍ଣର ଶକ୍ତିକାନ୍ତ ଦାସଙ୍କ ଅଧ୍ୟକ୍ଷତାରେ!-->…
Read More...
Read More...