ଓଡ଼ିଶା ଜଳ ବିଦ୍ୟୁତ୍ ନିଗମ ଲିମିଟେଡ୍ ଏବଂ ୱାପକୋସ୍ ଲିମିଟେଡ୍ ମଧ୍ୟରେ ଚୁକ୍ତି ସ୍ୱାକ୍ଷରିତ
ଭୁବନେଶ୍ୱର:ଭବିଷ୍ୟତର ଶକ୍ତି କ୍ଷେତ୍ରରେ ବ୍ୟାପକ ପରିବର୍ତ୍ତନ ପାଇଁ ଭାରତର ପ୍ରତିବଦ୍ଧତା ସ୍ୱରୂପ, ଭାରତ ସରକାର ୨୦୩୦ ସୁଦ୍ଧା ଅକ୍ଷୟ ଶକ୍ତି ଉତ୍ସରୁ ୫୦୦ ଗିଗାୱାଟ କ୍ଷମତା ହାସଲ କରିବାର ଲକ୍ଷ୍ୟ ରଖିଛନ୍ତି । ଏହି ପରିପ୍ରେକ୍ଷିରେ ଆଜି ଉପ-ମୁଖ୍ୟମନ୍ତ୍ରୀ ଶ୍ରୀ କନକ ବର୍ଦ୍ଧନ ସିଂହ ଦେଓ,!-->…
Read More...
Read More...