ତାତି ବଢୁଛି ହେଲେ ଖୋଲିନି ଜଳଛତ୍ର, ପ୍ରଶାସନ ଦୃଷ୍ଟି ଦେବାକୁ ଦାବି
ଗୋଲାମୁଣ୍ଡା,୧୧/୪- ପ୍ରଚଣ୍ଡ ଖରାସାଙ୍ଗକୁ ଗ୍ରୀଷ୍ମପ୍ରବାହ ବୃଦ୍ଧି ପାଉଥିବାବେଳେ କଳାହାଣ୍ଡି ଜିଲ୍ଲା ଗୋଲାମୁଣ୍ଡା ବ୍ଲକରେ ପ୍ରଶାସନ ପକ୍ଷରୁ ଜଳଛତ୍ର ଖୋଲାଯାଇ ନଥିବାରୁ ଲୋକେ ପାନୀୟଜଳ ପାଇଁ ବହୁ ଅସୁବିଧାର ସମ୍ମୁଖୀନ ହେଉଛନ୍ତି । ଏ ନେଇ ବୁଦ୍ଧିଜୀବୀ ମହଲରେ ଅସନ୍ତୋଷ ଦେଖାଦେଇଛି ।!-->…
Read More...
Read More...