ଦଶପଲ୍ଲା ଗ୍ରାମାଞ୍ଚଳରେ ସକ୍ରିୟ କେନ୍ଦୁପତ୍ର ମାଫିଆ
ଦଶପଲ୍ଲା : ଯେଉଁ କେନ୍ଦୁପତ୍ର ପାଇଁ ଭାରତ ମାନଚିତ୍ରରେ ଓଡିଶା ଏକ ସ୍ୱତନ୍ତ୍ର ସ୍ଥାନ ଅଧିକାର କରିଥିଲା, ଯେଉଁ କେନ୍ଦୁପତ୍ର ଲାଭାଂଶରେ ଓଡିଶାର ଅର୍ଥନୈତିକ ପ୍ରଗତି ତ୍ୱରାନ୍ୱିତ ହେଉଥିଲା, ସେହି କେନ୍ଦୁପତ୍ର ଉପରେ ଏବେ ଦୃଷ୍ଟି ପଡିଛି ମାଫିଆ ମାନଙ୍କର । ଏ ବର୍ଷ ପାଗ ଅନୁକୁଳ ଥିବାରୁ!-->…
Read More...
Read More...