ଆସନ୍ତା ୧୦ରୁ ଚାଲିବ ସମ୍ବଲପୁର-ପୁରୀ ଇଣ୍ଟରସିଟି ଏକ୍ସପ୍ରେସ, ଜାଣନ୍ତୁ କେଉଁ କେଉଁ ଷ୍ଟେସନରେ ରହିବ
ଭୁବନେଶ୍ୱର: ସମ୍ବଲପୁର-ପୁରୀ-ସମ୍ବଲପୁର ଇଂଟର ସିଟି ଏକ୍ସପ୍ରେସକୁ ଚଳିତ ମାସ ୧୦ ତାରିଖ ଠାରୁ ଚଳାଚଳ କରାଇବା ପାଇଁ ନିଷ୍ପତି ନିଆଯାଇଛି । ୧୮୩୦୩ ସମ୍ବଲପୁର-ପୁରୀ ଇଂଟର ସିଟି ଏକ୍ସପ୍ରେସ ସମ୍ବଲପୁରରୁ ପ୍ରତ୍ୟହ ସକାଳ ୬ ଘଟିକାରେ ଛାଡ଼ି ପୁରୀ ଠାରେ ଅପରାହ୍ନ ୧୨ଘ.୫୦ମି.ରେ ପହଂଚିବ ।!-->…
Read More...
Read More...