ଫୁଟବଲ ଖେଳରେ ପଣ୍ଟିଂଙ୍କ ପୁଅଠୁ ହାରିଗଲେ ପନ୍ତ, ଦେଖନ୍ତୁ ଭିଡିଓ

ମୁମ୍ବାଇ : ଇଣ୍ଡିଆନ ପ୍ରିମିୟର ଲିଗ(ଆଇପିଏଲ) ୨୦୨୨ ସିଜନରେ ଋଷଭ ପନ୍ତଙ୍କ ଅଧିନାୟକତ୍ୱ ଟିମ୍‌ ଦିଲ୍ଲୀ କ୍ୟାପିଟାଲ୍ସ ଭଲ ପ୍ରଦର୍ଶନ କରିପାରୁନାହିଁ । ଦଳ ଏ ପର୍ଯ୍ୟନ୍ତ ୯ ମ୍ୟାଚରୁ ମାତ୍ର ୪ଟି ମ୍ୟାଚରେ ବିଜୟୀ ହୋଇ ପଏଣ୍ଟ ଟେବୁଲରେ ୮ ଅଙ୍କ ସହ ସପ୍ତମ ନମ୍ବରରେ ରହିଛି । ଏହି ସବୁ ଚିନ୍ତା
Read More...

ଏହି ସବୁ ଜିଲ୍ଲାରେ ହୋଇପାରେ କାଳବୈଶାଖୀ ବର୍ଷା

ଭୁବନେଶ୍ୱର: ରାଜ୍ୟର ୨୪ଟି ଜିଲ୍ଲାରେ ଆଜି ହୋଇପାରେ କାଳବୈଶାଖୀ ବର୍ଷା । ଏନେଇ ପାଣିପାଗ ବିଭାଗ ପକ୍ଷରୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି। ଏହି ସମୟରେ ପ୍ରବଳ ବିଜୁଳି ଘଡ଼ଘଡ଼ି ସାଙ୍ଗକୁ ସ୍ଵଳ୍ପରୁ ମଧ୍ୟମ ଧରଣର ବର୍ଷା ହୋଇପାରେ। ସେହିପରି ଗୋଟିଏରୁ ଦୁଇଟି ସ୍ଥାନରେ ପବନର ବେଗ ଘଣ୍ଟାପ୍ରତି
Read More...

ବିଶ୍ୱ ପ୍ରସିଦ୍ଧ ଘୋଷଯାତ୍ରା ପାଇଁ ପ୍ରସ୍ତୁତି ବୈଠକ

ପୁରୀ : ଦୀର୍ଘ ଦୁଇବର୍ଷ ପରେ ବିଶ୍ୱପ୍ରସିଦ୍ଧ ଘୋଷଯାତ୍ରା ପାଇଁ ଆଜି ଅନୁଷ୍ଠିତ ହେଉଛି ରଥ ପ୍ରସ୍ତୁତି ବୈଠକ । ପୁରୀ ସର୍କିଟ ହାଉସ୍‌ରେ ଆରମ୍ଭ ହୋଇଛି ବୈଠକ । ପୁରୀ ଜିଲ୍ଲାପାଳ ତଥା ଶ୍ରୀମନ୍ଦିର ଉପମୁଖ୍ୟ ପ୍ରଶାସକ ସମର୍ଥ ବର୍ମାଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଏହି ବୈଠକରେ ପୁରୀ ଏସପି,
Read More...

ବାତ୍ୟା ମୁକାବିଲା:ଆଜି ସମୀକ୍ଷା କରିବେ ସ୍ୱତନ୍ତ୍ର ରିଲିଫ କମିଶନର

ଭୁବନେଶ୍ୱର: ସମ୍ଭାବ୍ୟ ବାତ୍ୟା ମୁକାବିଲା ନେଇ ଆଜି ବସିବ ପ୍ରାକ୍‌ ପ୍ରସ୍ତୁତି ବୈଠକ । ବାତ୍ୟା ଯୋଗୁ ପ୍ରଭାବିତ ହେବାକୁ ଥିବା ଜିଲ୍ଲାର ଜିଲାପାଳଙ୍କ ସହ ଭିଡିଓ କନଫରେନ୍ସିଂରେ ଆଲୋଚନା କରିବେ ସ୍ୱତନ୍ତ୍ର ରିଲିଫ କମିଶନର । ବାତ୍ୟା ସମୟରେ ଶୂନ ଜୀବନହାନୀ ଓ କମ୍ କ୍ଷୟକ୍ଷତି ନେଇ ଆଜିର
Read More...

ପଞ୍ଚ ଠାକୁରାଣୀଙ୍କ ଯାତ୍ରାରେ ଆରମ୍ଭ ହେଲା ସାଂସ୍କୃତିକ କାର୍ଯ୍ୟକ୍ରମ, ଶତାଧିକ ଲୋକଙ୍କ ଭିଡ଼

ଫୁଲବାଣୀ:ଫୁଲବାଣୀର ଆରାଧ୍ୟା ଦେବୀ ମା ନାରାୟଣୀଙ୍କ ସମେତ ପଞ୍ଚ ଠାକୁରାଣୀଙ୍କ ଯାତ୍ରା ଶୁଭାରମ୍ଭ ହୋଇଛି । ପ୍ରଥମ ଦିନ ଠାକୁରାଣୀମାନଙ୍କୁ ରିତିନୀତି ଅନୁସାରେ ପୂଜାକମାନେ ପୂଜା ଅର୍ଚ୍ଚନା କରାଯାଇଥିଲେ । ତତ୍‌ ସହିତ ଠାକୁରାଣୀ ଯାତ୍ରାର ଅସ୍ଥାୟୀ ମଣ୍ଡପରେ ସୁସଜ୍ଜିତ କରାଯାଇଛି ।
Read More...

ଅତିରିକ୍ତ ଜିଲ୍ଲାପାଳଙ୍କୁ ବିଦାୟକାଳୀନ ସମ୍ବର୍ଦ୍ଧନା

ପୁରୀ: ଅତିରିକ୍ତ ଜିଲ୍ଲାପାଳ (ରାଜସ୍ୱ) ସୁଭାଷ ଚନ୍ଦ୍ର ନାଥଶର୍ମାଙ୍କୁ ବିଦାୟକାଳୀନ ସମ୍ବର୍ଦ୍ଧନା ପ୍ରଦାନ କରାଯାଇଛି । ଶ୍ରୀ ନାଥଶର୍ମା ଜଣେ ସରଳ, ଅମାୟିକ ଓ ଦକ୍ଷ ଅଧିକାରୀ ଥିଲେ । ଜିଲ୍ଲାରେ ତାଙ୍କ କାର୍ଯ୍ୟଶୈଳୀ ପ୍ରଶଂସନୀୟ ଥିଲା ବୋଲି ଉପସ୍ଥିତ ଅଧିକାରୀମାନେ ମତବ୍ୟକ୍ତ କରିଥିଲେ ।
Read More...

ରାତି ପାହିଲେ ଅକ୍ଷୟ ତୃତୀୟ, ଶ୍ରୀକ୍ଷେତ୍ର ପୁରୀ ଚଳଚଞ୍ଚଳ

ପୁରୀ : ରାତି ପାହିଲେ ପବିତ୍ର ଅକ୍ଷୟ ତୃତୀୟା ସହ ଆରମ୍ଭ ହେବ ମହାପ୍ରଭୁଙ୍କ ବିଶ୍ବ ପ୍ରସିଦ୍ଧ ଚନ୍ଦନ ଯାତ୍ରା। ଏହି ଅବସରରେ ମହାପ୍ରଭୁଙ୍କ ରଥ ନିର୍ମାଣ କାର୍ଯ୍ୟର ଅନୁକୂଳ ହେବା ସହ ୨୧ ଦିନ ବ୍ୟାପୀ ବାହାର ଚନ୍ଦନ ଯାତ୍ରା ଅନୁଷ୍ଠିତ ହେବ। ତେବେ ଗତ ଦୁଇବର୍ଷ ପରେ ଚଳିତ ବର୍ଷ ଭକ୍ତଙ୍କ
Read More...

ମେ’ ୩୧ରେ ବ୍ରଜରାଜନଗର ଉପ ନିର୍ବାଚନ

ଭୁବନେଶ୍ୱର : ପୁଣି ରାଜ୍ୟରେ ହେବ ନିର୍ବାଚନ । ଏଥର ପଞ୍ଚାୟତ ଓ ପୌର ନୁହେଁ ହେବ ବିଧାନସଭା ନିର୍ବାଚନ । ଆସନ୍ତା ମେ ୩୧ରେ ବ୍ରଜରାଜନଗର ବିଧାନସଭା ଆସନ ପାଇଁ ଉପ ନିର୍ବାଚନ ହେବ । ଏ ନେଇ ଭାରତୀୟ ନିର୍ବାଚନ କମିଶନରଙ୍କ ପକ୍ଷରୁ ସୂଚନା ଦିଆଯାଇଛି । ଏହି ନିର୍ବାଚନ ପାଇଁ ମେ ୪ ତାରିଖରେ
Read More...

ଲଘୁ ବନଜାତ ଦ୍ରବ୍ୟର ଚୋରା ଚାଲାଣ,ଆଦିବାସୀଙ୍କୁ ମିଳୁନି ଉଚିତ୍‌ ପ୍ରାପ୍ୟ

ଦଶପଲ୍ଲା: ମୁଣ୍ଡଫଟା ଖରାରେ ବଣ ଜଙ୍ଗଲ ବୁଲି ମହୁଲ, ଟୋଲ, ଚାରମଂଜି, କେନ୍ଦୁପତ୍ର ସଂଗ୍ରହ କରୁଥିବା ଆଦିବାସୀଙ୍କୁ ମିଳିପାରୁନି ଏହାର ଉଚିତ ମୂଲ୍ୟ । ରକ୍ତକୁ ପାଣି କରି, ନିଜର ଜୀବିକା ନିର୍ବାହ କରୁଥିବା ଦଶପଲ୍ଲା ବ୍ଲକ୍‌ର ଶହଶହ ଆଦିବାସୀ ପରିବାର ହେଉଛନ୍ତି ଶୋଷଣର ଶିକାର । ବିଭିନ୍ନ
Read More...

ଶ୍ରମିକ ସଂଘ ପକ୍ଷରୁ ଆନ୍ତର୍ଜାତୀୟ ଶ୍ରମିକ ଦିବସ ପାଳିତ

ସୁବର୍ଣ୍ଣପୁର: ଗତକାଲି ମେ ଦିବସ ଅବସରରେ ସୋନପୁର ଗଣପତି ବାଲାଜି ସ୍ପିନିଂ ମିଲ ଶ୍ରମିକ ସଙ୍ଘ ତରଫରୁ ବାଲାଜି ମନ୍ଦିର ପ୍ରାଙ୍ଗଣରେ ଆନ୍ତର୍ଜାତୀୟ ଶ୍ରମିକ ଦିବସ ପାଳନ କରାଯାଇଛି । ଏହି ସଭାରେ ମୁଖ୍ୟ ଅତିଥି ରୂପେ ଯୁବନେତା ଅରବିନ୍ଦ ବାରିକ, ସମ୍ମାନିତ ଅତିଥି ଭାବରେ ବିଶିଷ୍ଟ ବିଜେପି
Read More...