ଧାମନଗର ଏନଏସିକୁ ହାତେଇଲା ବିଜେଡି
ଭଦ୍ରକ: ଧାମନଗର ଏନଏସି ନିର୍ବାଚନରେ ଶେଷ ହୋଇଛି ଭୋଟ ଗଣତି । ବିଜେଡିର ନିବେଦିତା ଜେନା ଅଧ୍ୟକ୍ଷ ଭାବେ ନିର୍ବାଚିତ ହୋଇଛନ୍ତି । ବିଜେପିର ପୁଷ୍ପଶ୍ରୀ ମହାନ୍ତିଙ୍କୁ ହରାଇ ସେ ଏହି ବିଜୟ ହାସଲ କରିଛନ୍ତି । ଏନଏସିର ୧୧ଟି ୱାର୍ଡରୁ ୯ଟିରେ ବିଜେଡି ଓ ୨ଟିରେ ବିଜେପି ବିଜୟଲାଭ କରିଛି ।ସୂଚନା!-->…
Read More...
Read More...