ବ୍ରଜରାଜନଗର ଉପନିର୍ବାଚନ : ପ୍ରକାଶ ପାଇଲା ବିଜେଡିର ଷ୍ଟାର ପ୍ରଚାରକ ତାଲିକା
ଭୁବନେଶ୍ୱର : ବ୍ରଜରାଜନଗର ଉପନିର୍ବାଚନ ପାଇଁ ବିଜେଡିର ଷ୍ଟାର କ୍ୟାମ୍ପେନର ତାଲିକା ପ୍ରକାଶ । ୪୦ ଜଣିଆ ଷ୍ଟାର କ୍ୟାମ୍ପେନର ତାଲିକା ପ୍ରକାଶ କଲା ବିଜୁ ଜନତା ଦଳ । ଏହି ତାଲିକାରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ, ପ୍ରଣବ ପ୍ରକାଶ ଦାସ, ଦେବୀ ପ୍ରସାଦ ମିଶ୍ର, ପ୍ରସନ୍ନ ଆଚାର୍ଯ୍ୟ,!-->…
Read More...
Read More...