ଆସୁଛି ଲଘୁଚାପ : ଆସନ୍ତାକାଲିଠାରୁ ଏହି ସବୁ ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା
ଭୁବନେଶ୍ୱର : ଆସନ୍ତା ୧୩ ତାରିଖରେ ଉତ୍ତର ପଶ୍ଚିମ ଓ ସଂଲଗ୍ନ ପଶ୍ଚିମ କେନ୍ଦ୍ରୀୟ ବଙ୍ଗୋପସାଗରରେ ଲଘୁଚାପ ସୃଷ୍ଟି ହୋଇପାରେ। ସମ୍ଭାବ୍ୟ ଲଘୁଚାପ ପ୍ରଭାବରେ ମଙ୍ଗଳବାରଠାରୁ ବର୍ଷା ଆରମ୍ଭ ହୋଇଯିବ। ତିନି ଦିନ ଯାଏ ରାଜ୍ୟର ବିଭିନ୍ନ ସ୍ଥାନରେ ପ୍ରବଳ ବର୍ଷା ସମ୍ଭାବନା ଅଛି। ଦକ୍ଷିଣ!-->…
Read More...
Read More...