ବିଶ୍ୱର ସବୁଠାରୁ ବୟସ୍କ ବ୍ୟକ୍ତିଙ୍କ ପରଲୋକ
ଟୋକିଓ : ବିଶ୍ୱର ସବୁଠାରୁ ବୟସ୍କ ବ୍ୟକ୍ତିଙ୍କର ଆଜି ପରଲୋକ ହୋଇଛି । ମୃତ୍ୟୁ ବେଳକୁ ତାଙ୍କୁ ୧୧୯ ବର୍ଷ ବୟସ ହୋଇଥିଲା । ଏହି ଜାପାନୀ ବ୍ୟକ୍ତିଙ୍କ ନାମ କେନ ଟାନାକା । ଗତ ୧୯ ତାରିଖରେ ତାଙ୍କର ମୃତ୍ୟୁ ହୋଇଥିବା କଥା ଜାପାନ ସରକାର ସୋମବାର ଘୋଷଣା କରିଛନ୍ତି । ସେ ୧୯୦୩ ମସିହାରେ ଜନ୍ମ!-->…
Read More...
Read More...