ମର୍ମନ୍ତୁଦ ସଡ଼କ ଦୁର୍ଘଟଣା, ୨ ମୃତ
ସମ୍ବଲପୁର: ସମ୍ବଲପୁର ଯୁଯୁମୁରା ଥାନା ଭୀମଖୋଜଠାରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି । ଟ୍ରକ ଏବଂ କାର ମଧ୍ୟରେ ଦୁର୍ଘଟଣା ଘଟିଛି । ଫଳରେ ଏହି ଦୁର୍ଘଟଣାରେ ୨ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ଜଣେ ଗୁରୁତର ହୋଇଛନ୍ତି । ମୃତକଙ୍କ ପରିଚୟ ଅସ୍ପଷ୍ଟ ରହିଛି । ଘଟଣାସ୍ଥଳରେ ଯୁଯୁମୁରା!-->…
Read More...
Read More...